ବିଜେପିରେ ଯୋଗ ଦେଲେ କଟକ ଲୋକ ସଭା ସାଂସଦ ଭର୍ତ୍ତୃହରି ମହତାବ
ବିଜେପିରେ ଯୋଗ ଦେଲେ କଟକ ଲୋକ ସଭା ସାଂସଦ ଭର୍ତ୍ତୃହରି ମହତାବ କଟକ(ଏନ୍.ଏମ୍.): କଟକ ଲୋକ ସଭା ସାଂସଦ ଭର୍ତ୍ତୃହରି ମହତାବଙ୍କୁ ନେଇ ଲାଗି ରହିଥିବା ଚର୍ଚ୍ଚାର ପୂର୍ଣ୍ଣଚ୍ଛେଦ ପଡ଼ିଛି । ବିଜେପିରେ ଯୋଗ ଦେଇଛନ୍ତି କଟକ ସାଂସଦ ଭର୍ତ୍ତୃହରି ମହତାବ । ଆଜି ଦିଲ୍ଲୀ ବିଜେପି ମୁଖ୍ୟ କାର୍ଯ୍ୟାଳୟରେ ଦଳର ସାଧାରଣ ସଂପାଦକ ବିନୋଦ ତାୱଡେ, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଓ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ…
