ନିରଞ୍ଜନ ପୂଜାରୀଙ୍କୁ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ଦାୟିତ୍ୱ
ନିରଞ୍ଜନ ପୂଜାରୀଙ୍କୁ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ଦାୟିତ୍ୱ #ଭୁବନେଶ୍ଚର(ଏନ୍.ଏମ୍.): ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ ଗତକାଲି ବ୍ରଜରାଜନଗର ଠାରେ ଏଏସ୍ଆଇ ଗୋପାଳ ଦାସଙ୍କ ଗୁଳରେ ମୃତ୍ୟୁ ବରଣ କରିବା ପରେ ଆଜି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଅନୁମୋଦନ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଶ୍ରୀ ପୂଜାରୀଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ମନ୍ତ୍ରୀ ଭାବେ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ…
