ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ବାପୁଜୀଙ୍କୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି
ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ବାପୁଜୀଙ୍କୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଭୁବନେଶ୍ୱର(ଏନ୍.ଏମ୍.): ପବିତ୍ର ଗାନ୍ଧୀ ଜୟନ୍ତୀ ଅବସରରେ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପ ଠାରେ ରାଜ୍ୟ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଜାତିର ପିତା ମହାତ୍ମା ଗାନ୍ଧିଙ୍କୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ବିଭାଗ ଆନୁକୂଲ୍ୟରେ ଗାନ୍ଧୀ ଜୟନ୍ତୀ ଅବସରରେ ଗୁରୁ ବିଜୟ କୁମାର ଜେନା ଓ ସାଥିଙ୍କ ଦ୍ୱାରା ଏଠାରେ ଗାନ୍ଧିଜୀଙ୍କ ପ୍ରିୟ ଭଜନ ଗାନ କରାଯାଇଥିଲା ।…
