କେନ୍ଦ୍ରାପଡା ମହାବିଦ୍ୟାଳୟର ୬୬ତମ ସ୍ୱନକ୍ଷତ୍ର ଦିବସ
କେନ୍ଦ୍ରାପଡା ମହାବିଦ୍ୟାଳୟର ୬୬ତମ ସ୍ୱନକ୍ଷତ୍ର ଦିବସ #କେନ୍ଦ୍ରାପଡ଼ା(ଏନ୍.ଏମ୍.): କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ୬୬ତମ ସ୍ୱନକ୍ଷତ୍ର ଦିବସ ଏବଂ ଦୀନବନ୍ଧୁ ସାହୁ ସ୍ମୃତି ସମ୍ମାନ ସମାରୋହ ଆଜି ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ମହାବିଦ୍ୟାଲୟ ର ଅଧ୍ୟକ୍ଷ ଅଧ୍ୟାପକ ଅଶୋକ କୁମାର ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ…












