ଓଡ଼ିଶାରେ ପ୍ରଥମ ଡେଲଟା ପ୍ଲସ୍ ଆକ୍ରାନ୍ତ ଚିହ୍ନଟ
ଓଡ଼ିଶାରେ ପ୍ରଥମ ଡେଲଟା ପ୍ଲସ୍ ଆକ୍ରାନ୍ତ ଚିହ୍ନଟ ଭୁବନେଶ୍ୱର (ଏନ୍.ଏମ୍.): କରୋନା ସଂକ୍ରମଣ ଆତଙ୍କ ସୃଷ୍ଟି କରିଥିବାବେଳେ ରାଜ୍ୟରେ ପ୍ରଥମ ଡେଲଟା ପ୍ଲସ୍ ରୋଗୀ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଡେଲଟା ପ୍ଲସ୍ ଚିହ୍ନଟ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ଦେଶରେ ଚିହ୍ନଟ ମୋଟ…



















