ମାଟ୍ରିକ୍ ପରୀକ୍ଷା: ଦେଢ଼ ଘଣ୍ଟା ପୂର୍ବରୁ ପରୀକ୍ଷା କେନ୍ଦ୍ରକୁ ପ୍ରବେଶ କରିବେ ପରୀକ୍ଷାର୍ଥୀ
ମାଟ୍ରିକ୍ ପରୀକ୍ଷା: ଦେଢ଼ ଘଣ୍ଟା ପୂର୍ବରୁ ପରୀକ୍ଷା କେନ୍ଦ୍ରକୁ ପ୍ରବେଶ କରିବେ ପରୀକ୍ଷାର୍ଥୀ #କଟକ(ଏନ୍ଏମ୍.): ଆସନ୍ତା ଫେବ୍ରୁଆରୀ ୨୦ତାରିଖରୁ ଆରମ୍ଭ ହେଉଛି ମାଟ୍ରିକ୍ ପରୀକ୍ଷା । ମଝିରେ ରହିଲା ଆଉ ମାତ୍ର ୨ ସପ୍ତାହ । ଏହି ପରୀକ୍ଷାକୁ ବ୍ୟବସ୍ଥିତ ଭାବେ ପରିଚାଳିତ କରିବା ପାଇଁ କାର୍ଯ୍ୟକ୍ରମ ଜାରି ରଖିଛି ମାଧ୍ୟମିକ ଶିକ୍ଷା ପରିଷଦ । ଏହି କ୍ରମରେ କପି ରୋକିବାକୁ ନୂଆ ଫର୍ମୂଲା ଆପଣାଇଛି ବୋର୍ଡ । ଏଣିକି ପରୀକ୍ଷା ପାଇଁ ଧାର୍ଯ୍ୟ ସମୟର ଦେଢ଼…
