ସିଏମସିରେ ନବନିର୍ବାଚିତ ମେୟର ଓ କର୍ପୋରେଟରତଙ୍କ ପଦ ଓ ଗୋପନୀୟତାର ଶପଥ ଗ୍ରହଣ
ସିଏମସିରେ ନବନିର୍ବାଚିତ ମେୟର ଓ କର୍ପୋରେଟରତଙ୍କ ପଦ ଓ ଗୋପନୀୟତାର ଶପଥ ଗ୍ରହଣ କଟକ(ଏନ୍.ଏମ୍.): କଟକ ଜିଲ୍ଲାର ୨ଟି ବିଜ୍ଞପିତ ଅଞ୍ଚଳ ଗୋଟିଏ ପୌରାଞ୍ଚଳ ଓ ଗୋଟିଏ ମହାନଗର ନିଗମରେ ଆଜି ନବ ନିର୍ବାଚିତ କର୍ମକର୍ତ୍ତାଙ୍କ ଶପଥଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥି ସହିତ ବିଜ୍ଞପିତ ଅଞ୍ଚଳ ଓ ପୌରପରିଷଦ ସମେତ କଟକ ମହାନଗର ନିଗମରେ ଅଧ୍ୟକ୍ଷ ଏବଂ ମେୟରଙ୍କ ଶପଥ ଗ୍ରହଣ କରିଛନ୍ତି । କଟକ ମହାନଗର ନିଗମ ପକ୍ଷରୁ ସ୍ଥାନୀୟ ସହିଦ ଭବନରେ…
