ତଦନ୍ତ ପାଣ୍ଠିକୁ ଲୁଟି ନେଲା ଓଡ଼ିଶା ପୁଲିସ !

ତଦନ୍ତ ପାଣ୍ଠିକୁ ଲୁଟି ନେଲା ଓଡ଼ିଶା ପୁଲିସ ! ୮ମାସରେ ୨୩କୋଟି ଖର୍ଚ୍ଚ, ପୁଣି ମାଗିଲେ ୧୫୦କୋଟି #Cuttack , କଟକ (ଏନ୍‌.ଏମ୍‌.): ରାଜ୍ୟରେ ଅପରାଧ ଯେତେ ଅଧିକ ହେଉଛି ଓଡ଼ିଶା ପୁଲିସର ଲାଭ ସେତେ ବଢ଼ିଚାଲିଛି। ଏ କଥା ଆମ୍ଭେ କହୁନାହୁଁ କହୁଛନ୍ତି ହଜାର ହଜାର ବୁଦ୍ଧିଜୀବୀ। ରାଜ୍ୟର ସମସ୍ତ ଥାନାରେ ଏଭଳି ସରକାରୀ ଅର୍ଥକୁ ହରିଲୁଟ ଚାଲୁଥିବା ଭଳି ସଂଗୀନ ଅଭିଯୋଗ ଉଠିଛି। ପୁଲିସ ବିଭାଗର ଥିବା ତଦନ୍ତ ପାଣ୍ଠିକୁ ପୁଲିସ ଅଧିକାରୀମାନେ ମନଇଚ୍ଛା…

Read More

ବିଶାଖାପଟ୍ଟନମ ବଦଳରେ ରାୟଗଡ଼ାରୁ ଡିଆରଏମ କାର୍ଯ୍ୟାଳୟ ଅପରେସନ ଦାବି କଲେ କୋରାପୁଟ ସାଂସଦ

ବିଶାଖାପଟ୍ଟନମ ବଦଳରେ ରାୟଗଡ଼ାରୁ ଡିଆରଏମ କାର୍ଯ୍ୟାଳୟ ଅପରେସନ ଦାବି କଲେ କୋରାପୁଟ ସାଂସଦ #ରାୟଗଡ଼ା(ଏନ୍‌.ଏମ୍‌.): ରାୟଗଡା ଠାରେ ସ୍ଥାପିତ ହୋଇଥିବା ନୂତନ ଡିଆରଏମ କାର୍ଯ୍ୟାଳୟ ବିଶାଖାପଟ୍ଟନମ ବଦଳରେ ରାୟଗଡ଼ାରୁ ଅପରେସନ କରିବାକୁ କୋରାପୁଟ ସାଂସଦ ସପ୍ତଗିରି ଉଲାକା ଦାବି କରିଛନ୍ତି। ଏଥିସହ ଦିନବେଳେ କୋରାପୁଟ ରାୟଗଡାରୁ ଭୁବନେଶ୍ୱର ରେଳ ଚଳାଚଳ ପାଇଁ ମଧ୍ୟ ସେ ଦାବି କରିଛନ୍ତି। ରାୟଗଡ଼ା ରେଳ ଡିଭିଜନର କାର୍ଯ୍ୟକାରିତାକୁ ନେଇ କୋରାପୁଟ ସାଂସଦ ସପ୍ତଗିରି ଶଙ୍କର ଉଲାକା ଲୋକସଭାରେ ପ୍ରଶ୍ନ ଉଠାଇବା ସହ…

Read More

କଟକରେ ଭଙ୍ଗା ହେବ ବିପଦସଂକୁଳ କୋଠା: ନଗର ଉନ୍ନୟନ ମନ୍ତ୍ରୀ

କଟକରେ ଭଙ୍ଗା ହେବ ବିପଦସଂକୁଳ କୋଠା: ନଗର ଉନ୍ନୟନ ମନ୍ତ୍ରୀ #ଭୁବନେଶ୍ୱର/କଟକ (ଏନ୍‌.ଏମ୍‌.): କଟକରେ ଏଣିକି ଭଙ୍ଗା ହେବ ବିପଦସଂକୁଳ କୋଠା। ଏନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର। କିଛିଦିନ ତଳେ କଟକରେ ଏକ ପୁରୁଣା କୋଠା ଭାଙ୍ଗି କିଛି ଲୋକଙ୍କ ମୃତ୍ୟୁ ହେବା ପରେ ଏହାକୁ ନେଇ ରାଜନୀତି ଜୋର ଧରିଥିଲା। ଏନେଇ ଏବେ ବିଭାଗୀୟ ମନ୍ତ୍ରୀ ବିଧାନସଭାରେ ଏକ ବଡ଼ ସୂଚନା ଦେଇଛନ୍ତି। ଏକ ଲିଖିତ…

Read More

ପୁଣି ବିବାଦରେ କିଟ ବିଶ୍ୱବିଦ୍ୟାଳୟ

ପୁଣି ବିବାଦରେ କିଟ ବିଶ୍ୱବିଦ୍ୟାଳୟ #ଭୁବନେଶ୍ୱର(ଏନ୍‌.ଏମ୍‌.): ରାଜ୍ୟରେ ଉଚ୍ଚ ଶିକ୍ଷାର ସଦୃଢ଼ିକରଣ ନିମନ୍ତେ ଦାୟିତ୍ୱ ନେଇଥିବା କିଟି ବିଶ୍ୱବିଦ୍ୟାଳୟ ସବୁବେଳେ ବିବାଦରେ ଛନ୍ଦି ହୋଇ ପଡ଼ୁଛି। ଅନୁଷ୍ଠାନର କର୍ତ୍ତୃପକ୍ଷଙ୍କ ଖାମଖିଆଲି ନୀତି ହେଉ ବା ପରିଚାଳନାଗତ ତ୍ରୁଟି। ବିଭିନ୍ନ ଘଟଣାକୁ ନେଇ ଏବେ କିଟ ଚର୍ଚ୍ଚାରେ। ଗତ ଫେବ୍ରୁଆରି ୧୬ ତାରିଖରେ ଘଟିଥିବା ନେପାଳୀ ଛାତ୍ରୀ ଆତ୍ମହତ୍ୟା ଘଟଣାରେ ‘କିଟ୍‌’କୁ ପକ୍ଷଭୁକ୍ତ କରିଛନ୍ତି ଓଡ଼ିଶା ଉଚ୍ଚ ନ୍ୟାୟାଳୟ। ଏହି ମାମଲାରେ ଓଡ଼ିଶା ଉଚ୍ଚ ନ୍ୟାୟାଳୟ ‘କିଟ୍‌’କୁ ଜବାବତଲବ…

Read More

କଟକ ଜିଲ୍ଲାପାଳଙ୍କ ଜନଶୁଣାଣି ସମୟରେ ବିଧବା ମହିଳାଙ୍କ ଆତ୍ମାହୁତି ଉଦ୍ୟମ

କଟକ ଜିଲ୍ଲାପାଳଙ୍କ ଜନଶୁଣାଣି ସମୟରେ ବିଧବା ମହିଳାଙ୍କ ଆତ୍ମାହୁତି ଉଦ୍ୟମ ବାଙ୍କୀ(ଏନ୍‌.ଏମ୍‌.): ନିଜର ଅଧିକାର ନପାଇ ଆଜି ଜଣେ ମହିଳା କଟକ ଜିଲ୍ଲାପାଳଙ୍କ ଆଗରେ ଆତ୍ମାହୁତି ଉଦ୍ୟମ କରିଛନ୍ତି। କଟକ ଜିଲ୍ଲା ବାଙ୍କୀ ବ୍ଲକରେ ଜନ ଅଭିଯୋଗ ଶୁଣାଣି ବେଳେ ଏଭଳି ଅଭାବନୀୟ ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ ପରିବାର ମଙ୍ଗଳ ଯୋଜନା ସହାୟତା ମିଳୁନଥିବା ଅଭିଯୋଗ ଆଣି ମହିଳା ଜଣଙ୍କ ଏଭଳି ଚରମ ନିଷ୍ପତ୍ତି ନେବାକୁ ପ୍ରୟାସ କରିଛନ୍ତି। ମହିଳା ଜଣଙ୍କ ଜିଲ୍ଲାପାଳଙ୍କ ଆଗରେ…

Read More

ଦକ୍ଷିଣ ଆଫ୍ରିକା ଟି-୨୦ କ୍ରିକେଟ: ଆଜି ଅପରାହ୍ନଣ ୨ଟାରୁ ଅନ୍‌ଲାଇନ୍ ଟିକଟ ବୁକିଂ

ଦକ୍ଷିଣ ଆଫ୍ରିକା ଟି-୨୦ କ୍ରିକେଟ: ଆଜି ଅପରାହ୍ନଣ ୨ଟାରୁ ଅନ୍‌ଲାଇନ୍ ଟିକଟ ବୁକିଂ କଟକ(ଏନ୍‌.ଏମ୍‌.): ଡିସେମ୍ବର ୯ତାରିଖରେ ବାରବାଟୀ ଷ୍ଟାଡିୟମରେ ଭାରତ-ଦକ୍ଷିଣଆଫ୍ରିକା ମଧ୍ୟରେ ଅନ୍ତର୍ଜାତୀୟ ଟି-୨୦ ମ୍ୟାଚ୍ ଖେଳାଯିବ। ଏଥିପାଇଁ ସୋମବାର ପ୍ରଥମ ପର୍ଯ୍ୟାୟ ଟିକଟ ବିକ୍ରି ପ୍ରକ୍ରିୟା ଆରମ୍ଭ ହୋଇଛି। ଅପରାହ୍ନ ୨ଟାରୁ ଅନଲାଇନ ଟିକଟ ବୁକିଂ ଆରମ୍ଭ ହୋଇଛି ‘ଡିଷ୍ଟ୍ରିକ୍ଟ ବାଏ ଜୋମାଟୋ ଆପ୍‌’ ଏବଂ ୱେବସାଇଟରେ ଲୋକେ ଟିକଟ ବୁକ୍ କରିପାରିବେ। ଏଥର ମାତ୍ର ୨ହଜାର ଟିକଟ ଅନଲାଇନରେ ଉପଲବ୍ଧ ହେବ। ଆଜି…

Read More

ମୋବାଇଲ୍ ଚୋରି ସନ୍ଦେହରେ ଥାନାରେ ଅଟକ ଦୁଇ ଯୁବକ

ମୋବାଇଲ୍ ଚୋରି ସନ୍ଦେହରେ ଥାନାରେ ଅଟକ ଦୁଇ ଯୁବକ ବସ୍ତା(ଏନ୍‌.ଏମ୍‌.): ଏବେ ବିଭିନ୍ନ ଉପାୟରେ ଦୁବୃର୍ତ୍ତମାନେ ଚୋରି କରିବାରେ ଲାଗିପଡ଼ିଛନ୍ତି। ଏପରିକି ଫେରି କରିବା ବାହାନାରେ ଦୁବୃର୍ତ୍ତମାନେ ଲୋକଙ୍କ ଠା ଠିକଣା ଜାଣି ଚୋରି କରୁଛନ୍ତି ବୋଲି ଅଭିଯୋଗ ମଧ୍ୟ ଉଠୁଛି। ଏଭଳି ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲ୍ଲା ବସ୍ତା ଅଞ୍ଚଳରେ। ମୋବାଇଲ ଚୋର ସନ୍ଦେହରେ ଦୁଇ ଯୁବକଙ୍କୁ ଧରି ଉତ୍ତମ ମଧ୍ୟମ ଦେଇ ପୁଲିସର ଜିମା ଦେଲେ ସ୍ଥାନୀୟ ଲୋକେ। ସକାଳ ସମୟରେ ଦୁଇ…

Read More

ଏଚଏସସି ସାର୍ଟିଫିକେଟରେ ରେକର୍ଡ କରାଯାଇଥିବା ଜନ୍ମ ତାରିଖ ସବୁ ଉଦ୍ଦେଶ୍ୟ ପାଇଁ ଗ୍ରହଣୀୟ: ହାଇକୋର୍ଟ

ଏଚଏସସି ସାର୍ଟିଫିକେଟରେ ରେକର୍ଡ କରାଯାଇଥିବା ଜନ୍ମ ତାରିଖ ସବୁ ଉଦ୍ଦେଶ୍ୟ ପାଇଁ ଗ୍ରହଣୀୟ:ହାଇକୋର୍ଟ କଟକ(ଏନ.ଏମ) : ମାଟ୍ରିକ୍ ବା ଏଚଏସସି ସାର୍ଟିଫିକେଟରେ ରେକର୍ଡ କରାଯାଇଥିବା ଜନ୍ମ ତାରିଖ ସବୁ ଉଦ୍ଦେଶ୍ୟ ପାଇଁ ଜନ୍ମ ତାରିଖ ଭାବେ ଗ୍ରହଣ କରାଯିବ ବୋଲି ହାଇକୋର୍ଟ ରାୟ ଦେଇଛନ୍ତି। ଏଥି ସହିତ ଫୁଡ କର୍ପୋରେସନ ଅଫ୍ ଇଣ୍ଡିଆ(ଏଫସିଆଇ)ରେ କାର୍ଯ୍ୟରତ ଜଣେ କର୍ମଚାରୀଙ୍କ ଚାକିରି ସଂପର୍କିତ ରେକର୍ଡରେ ଏଚଏସସି ସାର୍ଟିଫିକେଟରେ ଥିବା ତଥ୍ୟ ଅନୁସାରେ ଜନ୍ମ ତାରିଖ ସଂଶୋଧନ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ…

Read More

ଆଉ ଶୁଭିବନି ସଂଗୀତର ମଧୁର ମୁର୍ଚ୍ଛନା: ଆଉ ନାହାନ୍ତି ସ୍ୱନାମଧନ୍ୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟ

ଆଉ ଶୁଭିବନି ସଂଗୀତର ମଧୁର ମୁର୍ଚ୍ଛନା: ଆଉ ନାହାନ୍ତି ସ୍ୱନାମଧନ୍ୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟ #ଭୁବନେଶ୍ୱର(ଏନ୍‌.ଏମ୍‌.): ଆଉ ଶୁଭିବନି ସଂଗୀତର ମଧୁର ମୁର୍ଚ୍ଛନା, ଯାହାର ଦେଖ ଉଡ଼ୁଛି ବାନା ନୀଳ ଚକ୍ରରୁ ଅନା ଭଳି ଗୀତର ଗାୟିକା ତଥା ସ୍ୱନାମଧନ୍ୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟଙ୍କର ଦେହାନ୍ତ ହୋଇଯାଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଯାଇଛି । ମିଳିଥିବା ସୂଚନା ମୁତାବକ ଦୀର୍ଘଦିନ ଧରି ସେ ଅସୁସ୍ଥ ହୋଇ ଡାକ୍ତରଖାନାରେ ଚିକିତ୍ସାଧୀନ…

Read More

ଓଡ଼ିଶା ମାଟିର ସୁନା ଝିଅ ପିହୁ, ଅସାଧାରଣ ଦକ୍ଷତାରେ ହାସଲ କଲା ‘ଇଣ୍ଡିଆ ବୁକ ଅଫ ରେକର୍ଡସ’

ଓଡ଼ିଶା ମାଟିର ସୁନା ଝିଅ ପିହୁ, ଅସାଧାରଣ ଦକ୍ଷତାରେ ହାସଲ କଲା ‘ଇଣ୍ଡିଆ ବୁକ ଅଫ ରେକର୍ଡସ’ #କଟକ(ଏନ୍‌.ଏମ୍‌.): ସ୍ଥାନୀୟ ଶିଖରପୁର ଅଞ୍ଚଳ ଉପର ସାହି ବାସିନ୍ଦା ତଥା ସିଏମସି ଅବସରପ୍ରାପ୍ତ କର୍ମଚାରୀ ଦୟାନିଧି ପାତ୍ର ଏବଂ ଧର୍ମପତ୍ନୀ ଜ୍ୟୋତ୍ସ୍ନା ପାତ୍ରଙ୍କ ଜ୍ୟେଷ୍ଠ ପୁତ୍ର ପ୍ରଦୀପ୍ତ ପାତ୍ର ଓ କୁଳବଧୂ ଯାଜ୍ଞସେନୀ ପଟ୍ଟନାୟକଙ୍କ ଏକ ମାତ୍ର ଝିଅ ପ୍ରିୟାନ୍ସି ପାତ୍ର (ପିହୁ) ଯାହାର ବୟସ ୨ ବର୍ଷ ୫ ମାସ ଅଟେ । ସେ ଏତେ କମ୍…

Read More

କଟକରେ ଆରମ୍ଭ ହୋଇଗଲା ନିର୍ବାଚନୀ ସଂଗ୍ରାମ: ସଂତୃପ୍ତଙ୍କ ଆଟାକକୁ ଭର୍ତ୍ତୃହରିଙ୍କ କାଉଣ୍ଟର

କଟକରେ ଆରମ୍ଭ ହୋଇଗଲା ନିର୍ବାଚନୀ ସଂଗ୍ରାମ: ସଂତୃପ୍ତଙ୍କ ଆଟାକକୁ ଭର୍ତ୍ତୃହରିଙ୍କ କାଉଣ୍ଟର #କଟକ (ଏନ୍‌.ଏମ୍‌.): କଟକରେ ଆରମ୍ଭ ହୋଇଯାଇଛି ନିର୍ବାଚନୀ ସଂଗ୍ରାମ । ପ୍ରାର୍ଥୀମାନେ ପ୍ରତିପକ୍ଷ ପ୍ରାର୍ଥୀଙ୍କ ଆଟାକ କରିବା ଭଳି ବକ୍ତବ୍ୟ ଦେଉଥିବାବେଳେ ପ୍ରତିପକ୍ଷ ମଧ୍ୟ କାଉଣ୍ଟର କରିବାରେ ଲାଗିପଡ଼ିଛନ୍ତି । ତେବେ କଟକ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା ପରେ ଆରମ୍ଭ ହୋଇଛି ରାଜନୀତିର ଯୁଦ୍ଧ । ଏକାଧିକବାର ସାଂସଦ ଭାବେ ବିଜୟ ଲାଭ କରିଥିବା ପ୍ରାର୍ଥୀ ଭର୍ତ୍ତୃହରି ମହତାବଙ୍କୁ ନବାଗତ ବିଜେଡି…

Read More

ପ୍ରକାଶ ପାଇଲା ସରକାରୀ ବିଜ୍ଞପ୍ତି: ସକାଳୁଆ ହେବ ରାଜ୍ୟର ସବୁ ଅଙ୍ଗନବାଡ଼ି

ପ୍ରକାଶ ପାଇଲା ସରକାରୀ ବିଜ୍ଞପ୍ତି: ସକାଳୁଆ ହେବ ରାଜ୍ୟର ସବୁ ଅଙ୍ଗନବାଡ଼ି #ଭୁବନେଶ୍ୱର(ଏନ୍‌.ଏମ୍‌.): ଆସନ୍ତାକାଲି ଠାରୁ ସକାଳୁଆ ହେବ ରାଜ୍ୟର ସବୁ ଅଙ୍ଗନବାଡ଼ି । ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି । ସକାଳ ୭ଟାରୁ ଦିନ ୧୧ଟା ୩୦ ଯାଏଁ ଅଙ୍ଗନବାଡ଼ି କେନ୍ଦ୍ର ଚାଲିବ । ଏନେଇ ବିଜ୍ଞପ୍ତି ଜାରି ହୋଇଛି । ପୂର୍ବରୁ ସକାଳୁଆ ସ୍କୁଲ ପାଇଁ ଘୋଷଣା କରିଛନ୍ତି ରାଜ୍ୟ ସରକାର । ସ୍କୁଲଗୁଡ଼ିକ ମଧ୍ୟ ସକାଳ ୭ଟାରୁ…

Read More