ପୌରାଞ୍ଚଳ ନିର୍ବାଚନ ନିମନ୍ତେ ପ୍ରସ୍ତୁତି ବୈଠକ : ପ୍ରତ୍ୟେକ ବିଜ୍ଞାପିତ ଅଞ୍ଚଳରେ ହେବ ପିଙ୍କ ଓ ଆଦର୍ଶ ମତଦାନ କେନ୍ଦ୍ର
ପୌରାଞ୍ଚଳ ନିର୍ବାଚନ ନିମନ୍ତେ ପ୍ରସ୍ତୁତି ବୈଠକ : ପ୍ରତ୍ୟେକ ବିଜ୍ଞାପିତ ଅଞ୍ଚଳରେ ହେବ ପିଙ୍କ ଓ ଆଦର୍ଶ ମତଦାନ କେନ୍ଦ୍ର କୋଣାର୍କ(ଏନ୍.ଏମ୍.): ପୁରୀ ଜିଲ୍ଲାର ନିମାପଡା, ପିପିଲି ଓ କୋଣାର୍କ ବିଜ୍ଞାପିତ ଅଞ୍ଚଳରେ ପୌର ନିର୍ବାଚନ ନେଇ ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ପ୍ରଦକ୍ଷଣ ଗୃହ ସମ୍ମିଳନୀ କକ୍ଷରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ୨୪ ତାରିଖରେ ମତଦାନ ହୋଇ ଆସନ୍ତା ୨୬ ତାରିଖରେ ଭୋଟ ଗଣତି ହେବ । ନିମାପଡାର…
