ଶ୍ରୀ ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କର ପବିତ୍ର ମହାଶିବରାତ୍ରୀ ପର୍ବ ନିମନ୍ତେ ସମନ୍ୱୟ ବୈଠକ
ଶ୍ରୀ ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କର ପବିତ୍ର ମହାଶିବରାତ୍ରୀ ପର୍ବ ନିମନ୍ତେ ସମନ୍ୱୟ ବୈଠକ କୋଭିଡ୍ କଟକଣା ଅନୁପାଳନ ମଧ୍ୟରେ ରାତି ୧୦ ଟାରେ ଉଠିବ ମହାଦୀପ ଭୁବନେଶ୍ୱର(ଏନ୍.ଏମ୍.): ଆସନ୍ତା ମାର୍ଚ୍ଚ ୧ ତାରିଖରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀ ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କର ମହାଶିବରାତ୍ରୀ ପର୍ବ ପାଳନ ନିମନ୍ତେ ଖୋର୍ଦ୍ଧା ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ସମନ୍ୱୟ ବୈଠକ ସ୍ଥାନୀୟ ସ୍ୱତନ୍ତ୍ର ପ୍ରଦକ୍ଷିଣ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଅଧ୍ୟକ୍ଷତା କରି ଜିଲ୍ଲାପାଳ…
