ପଞ୍ଚାୟତ ନିର୍ବାଚନରେ ସଂରକ୍ଷଣ ପ୍ରସଂଗକୁ ନେଇ ବିବାଦ: ସତ୍ୟପାଠ ମାଧ୍ୟମରେ ଜବାବ ରଖିବାକୁ ରାଜ୍ୟ ନିର୍ବାଚନ କମିସନଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପଞ୍ଚାୟତ ନିର୍ବାଚନରେ ସଂରକ୍ଷଣ ପ୍ରସଂଗକୁ ନେଇ ବିବାଦ: ସତ୍ୟପାଠ ମାଧ୍ୟମରେ ଜବାବ ରଖିବାକୁ ରାଜ୍ୟ ନିର୍ବାଚନ କମିସନଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ କଟକ(ଏନ୍.ଏମ୍.): ପଞ୍ଚାୟତ ନିର୍ବାଚନରେ ଆସନ ସଂରକ୍ଷଣ ପ୍ରସଂଗକୁ ନେଇ ଦାୟର ମାମଲାରେ ରାଜ୍ୟ ନିର୍ବାଚନ କମିସନଙ୍କ ନିକଟରୁ ହାଇକୋର୍ଟ ଜବାବ ତଲବ କରିଛନ୍ତି । ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ.ମୁରଲୀଧର ଓ ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ବୀରେନ୍ଦ୍ର ଦାସଙ୍କ ଆବେଦନର ଶୁଣାଣି କରି ପରବର୍ତ୍ତୀ ଶୁଣାଣି ପୂର୍ବରୁ ମାମଲାରେ…
