ଆକାଶ ପଥ ସହ ଯୋଡ଼ିହେଲା ମାଲକାନଗିରି
ଆକାଶ ପଥ ସହ ଯୋଡ଼ିହେଲା ମାଲକାନଗିରି ମାଲକାନାଗିରି(ଏନ୍.ଏମ୍.): ଆକାଶ ପଥ ସହ ଯୋଡ଼ି ହୋଇଛି ମାଲକାନଗିରି । ଲୋକାର୍ପିତ ହୋଇଛି ମାଲକାନଗିରି ଏୟାରପୋର୍ଟ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଲକାନଗିରି ଠାରେ ନୂତନ ବିମାନବନ୍ଦରକୁ ଉଦଘାଟନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ୫ଟି ଅଧ୍ୟକ୍ଷ ଭି.କେ.ପାଣ୍ଡିଆନ୍ ମାଲକାନଗିରିରେ ପହଞ୍ଚି ଉଦ୍ଘାଟନ କରିଥିଲେ । ଏହାଛଡ଼ା ପରିବହନ ମନ୍ତ୍ରୀ ଟୁକୁନି ସାହୁ ମଧ୍ୟ କାର୍ଯ୍ୟକ୍ରମରେ ଉପସ୍ଥିତ ଅଛନ୍ତି । ଲୋକାର୍ପଣ ପରେ ମୁଖ୍ୟମନ୍ତ୍ରୀ ଟର୍ମିନାଲ-୨ ପରିଦର୍ଶନ କରିଥିଲେ ।…
