ବିଜେଡ଼ିର ରାଜ୍ୟସ୍ତରୀୟ କର୍ମକର୍ତ୍ତା ନିଯୁକ୍ତ
ବିଜେଡ଼ିର ରାଜ୍ୟସ୍ତରୀୟ କର୍ମକର୍ତ୍ତା ନିଯୁକ୍ତ ଭୁବନେଶ୍ୱର(ଏନ୍.ଏମ୍.): ବିଜୁ ମହିଳା ଜନତା ଦଳ (ବିଜେଡ଼ି)ର ରାଜ୍ୟସ୍ତରୀୟ କର୍ମକର୍ତ୍ତା ନିଯୁକ୍ତ କରାଯାଇଛି । ବିଜେଡ଼ି ଦଳର ସଭାପତି ତଥା ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସୁପାରିଶ କ୍ରମେ ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ଏହି ସବୁ ନିଯୁକ୍ତି ଦେଇଛନ୍ତି । ବିଜେଡି ଉପଦେଷ୍ଟା ଭାବେ ୫ ଜଣଙ୍କୁ ନିଯୁକ୍ତି ଦିଆଯାଇଛି । ରାଜଶ୍ରୀ ମଲ୍ଲିକ, ମଞ୍ଜୁଲତା ମଣ୍ଡଳ, ରୀତା ତରାଇ, ଲତିକା ପ୍ରଧାନ ଓ ନନ୍ଦିନୀ ଦେବୀ ଦଳର…
