ପଞ୍ଚମୁଖୀ ଗୋ-ସେବା ସଂଘ ପକ୍ଷରୁ ଜୀବେ ଦୟା କାର୍ଯ୍ୟକ୍ରମ
କଟକ(ଏନ୍.ଏମ୍.): ପଞ୍ଚମୁଖୀ ଗୋ-ସେବା ସଂଘ ପକ୍ଷରୁ ଜୀବେ ଦୟା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ କାଜିଡିହସ୍ଥିତ ସଂଘ ପକ୍ଷରୁ କଟକ ସହରର ବିଭିନ୍ନ ସ୍ଥାନରେ ବୁଲା ଷଣ୍ଢ, ଗାଇ, ବୁଲାକୁକୁରମାନଙ୍କୁ ଖାଦ୍ୟ ପାନୀୟ ବିତରଣ କରାଯାଇଥିଲା । ବିଶେଷ କରି…
