ରାଇରଙ୍ଗପୁରରେ ବାମନଘାଟୀ ଉପଖଣ୍ଡ ସ୍ତରୀୟ ଯୁଗ୍ମ ଶୁଣାଣି ଶିବିରରେ ୧୦୬ ଟି ଅଭିଯୋଗରୁ ୨ ଫଇସଲା
ରାଇରଙ୍ଗପୁରରେ ବାମନଘାଟୀ ଉପଖଣ୍ଡ ସ୍ତରୀୟ ଯୁଗ୍ମ ଶୁଣାଣି ଶିବିରରେ ୧୦୬ ଟି ଅଭିଯୋଗରୁ ୨ ଫଇସଲା [caption id="attachment_9440" align="alignnone" width="300"] News by Akshya Biswar (RairangPur)[/caption] #ରାଇରଙ୍ଗପୁର (ଏନ୍.ଏମ୍.): ଆଜି ବାମନଘାଟି ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଠାରେ ବାମନଘାଟୀ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…




















