ଭିଜିଲାନ୍ସ ଜାଲରେ ଦୁଲଣାପୁର ପୂର୍ବତନ ସରପଞ୍ଚ
ଭିଜିଲାନ୍ସ ଜାଲରେ ଦୁଲଣାପୁର ପୂର୍ବତନ ସରପଞ୍ଚ କଟକ(ଏନ୍.ଏମ୍.): ସରକାରୀ ଅର୍ଥ ହଡ଼ପ କରିଥିବା ଅଭିଯୋଗରେ ଭିଜିଲାନ୍ସ ସ୍କାନରରେ ପୂର୍ବତନ ସରପଞ୍ଚ । ଭିଜିଲାନ୍ସ ଟିମ୍ ପୂର୍ବତନ ସରପଞ୍ଚଙ୍କ ଘର ସମେତ ଏକକାଳୀନ ୩ଟି ସ୍ଥାନରେ ଚଢ଼ାଉ ଆରମ୍ଭ ହୋଇଛି । ସୂଚନା ଅନୁଯାୟୀ ଏହି ସରପଞ୍ଚଜଣକ ହେଲେ କଟକ ଜିଲ୍ଲା ଡମପଡା ବ୍ଲକ ଦୁଲଣାପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ସୁନୀଲ କୁମାର ସାହୁ ବୋଲି ଭିଜିଲାନ୍ସ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଶ୍ରୀ ସାହୁ…
