ଶିକ୍ଷକମାନଙ୍କ ପ୍ରତି ସରକାରଙ୍କ ବୈମାତୃକ ମନୋଭାବକୁ ବିରୋଧ: ୧୧ରେ ବିଧାନସଭା ସମ୍ମୁଖରେ ବିକ୍ଷୋଭ କରିବ ସଂଘ
ଶିକ୍ଷକମାନଙ୍କ ପ୍ରତି ସରକାରଙ୍କ ବୈମାତୃକ ମନୋଭାବକୁ ବିରୋଧ: ୧୧ରେ ବିଧାନସଭା ସମ୍ମୁଖରେ ବିକ୍ଷୋଭ କରିବ ସଂଘ [caption id="attachment_6215" align="alignnone" width="300"] News by Smruti Ranjan Tripathy (Cuttack)[/caption] କଟକ(ଏନ୍.ଏମ୍.): ସରକାର ଶିକ୍ଷାର ଉନ୍ନତି ପାଇଁ ବିଭିନ୍ନ ଯୋଜନାର ଡିଣ୍ଡିମ ପିଟୁଥିବାବେଳେ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କ ପ୍ରତି ଅହେତୁକ…




















