ଫାଇପ-ଟି ଅଧ୍ୟକ୍ଷଙ୍କ ଘୋଷଣା: ରାଜ୍ୟର ଛାତ୍ରଛାତ୍ରୀଙ୍କୁ ମିଳିବ ‘ନବୀନ ଓଡ଼ିଶା ମ୍ୟାଜିକ୍ କାର୍ଡ’, ମାର୍ଚ୍ଚ ୫ରୁ ଆରମ୍ଭ ହେବ ପଞ୍ଜିକରଣ
ଫାଇପ-ଟି ଅଧ୍ୟକ୍ଷଙ୍କ ଘୋଷଣା: ରାଜ୍ୟର ଛାତ୍ରଛାତ୍ରୀଙ୍କୁ ମିଳିବ ‘ନବୀନ ଓଡ଼ିଶା ମ୍ୟାଜିକ୍ କାର୍ଡ’, ମାର୍ଚ୍ଚ ୫ରୁ ଆରମ୍ଭ ହେବ ପଞ୍ଜିକରଣ #ଭୁବନେଶ୍ୱର(ଏନ୍.ଏମ୍.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଶିକ୍ଷା ବ୍ୟବସ୍ଥାର ବିକାଶ ପାଇଁ ଅନେକ ପଦକ୍ଷେପ ଗ୍ରହଣ କରିଛନ୍ତି । ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କ ପାଇଁ ମାଗଣା ପୋଷାକ ପ୍ରଦାନ, ଶିକ୍ଷକ ପୁରସ୍କାର, ଲାପଟପ୍ ପ୍ରଦାନ, ଛାତ୍ରବୃତ୍ତି ଆଦି ଅନେକ ଯୋଜନା ଲାଗୁ କରିଛନ୍ତି । ତେବେ ରାଜ୍ୟର ଛାତ୍ରଛାତ୍ରୀଙ୍କୁ ମିଳିବ ‘ନବୀନ ଓଡ଼ିଶା ମ୍ୟାଜିକ୍ କାର୍ଡ’…
