ଇପିକଲ୍ ଏବଂ ଫିକି ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ

ଇପିକଲ୍ ଏବଂ ଫିକି ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ ଭୁବନେଶ୍ୱର(ଏନ୍‌.ଏମ୍‌.): ସ୍ଥାନୀୟ ମେ ଫେୟାର ହୋଟେଲ ସମ୍ମିଳନୀ କକ୍ଷଠାରେ ଇପିକଲ ଏବଂ ଫିକି ମଧ୍ୟରେ ଆଗାମୀ ନଭେମ୍ବର ୩୦ରୁ ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ମେକ୍ ଇନ୍ ଓଡ଼ିଶା କନ୍‌କ୍ଲେଭ୍‌ରେ ସହଯୋଗ ପ୍ରଦାନ ପାଇଁ ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଯାଇଛି । ଶିଳ୍ପ, ଏମ୍‌ଏସ୍‌ଏମ୍‌ଇ ଓ ଶକ୍ତି ମନ୍ତ୍ରୀ ପ୍ରତାପ କେଶରୀ ଦେବ, ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ହେମନ୍ତ କୁମାର…

Read More

ଆଡ଼ମିସନକୁ ମନା କରୁଥିବା ସ୍କୁଲକୁ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକଙ୍କ ସ୍ୱୀକୃତି ପ୍ରତ୍ୟାହାର ଚିଠି

ଆନ୍ଦୋଳନ ସ୍ଥଗିତ ରଖିଲା ଓଡିଶା ଅଭିଭାବକ ମହାସଂଘ ଆଡ଼ମିସନକୁ ମନା କରୁଥିବା ସ୍କୁଲକୁ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକଙ୍କ ସ୍ୱୀକୃତି ପ୍ରତ୍ୟାହାର ଚିଠି ଭୁବନେଶ୍ୱର(ଏନ୍‌.ଏମ୍‌.): ୨୦୦୯ଶିକ୍ଷା ଅଧିକାର ଆଇନ ଅନୁଯାଇ ଅବହେଳିତ ଶ୍ରେଣୀର ପିଲାଙ୍କ ପାଇଁ ସବୁ ସ୍କୁଲରେ ୨୫ପ୍ରତିଶତ ସିଟ ସଂରକ୍ଷଣ ବ୍ୟବସ୍ଥା ରହିଛି । ହେଲେ ଓଡିଶା ଅଭିଭାବକ ମହାସଂଘର ବହୁ ବାର ଧାରଣା, ଧର୍ମଘଟ, ଅନଶନ ପରେ ଗତବର୍ଷ ଏହି ଆଇନ କାର୍ଯ୍ୟକାରୀ ହୋଇ ମାତ୍ର ୫ ହଜାର ପିଲା ଆଡ଼ମିସନ କରିଥିଲେ ।…

Read More

ଚୌଦ୍ୱାର ଶିଶୁ ମନ୍ଦିରରେ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା ଓ ପାନୀୟ ଜଳ ପ୍ରକଳ୍ପ ଉଦ୍‌ଘାଟନ

ଚୌଦ୍ୱାର ଶିଶୁ ମନ୍ଦିରରେ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା ଓ ପାନୀୟ ଜଳ ପ୍ରକଳ୍ପ ଉଦ୍‌ଘାଟନ ଚୌଦ୍ୱାର(ଏନ୍‌.ଏମ୍‌.): ଚୌଦ୍ୱାର ଶିଶୁ ମନ୍ଦିରରେ ସ୍ୱଚ୍ଛ ପାନୀୟ ଜଳ ପ୍ରକଳ୍ପ ଉଦ୍‌ଘାଟନ ସହିତ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ଶିଶୁମନ୍ଦିର ସଭାପତି ସ୍ୱପ୍ନା ନାୟକଙ୍କ ପୌରହିତ୍ୟରେ ଇମ୍ଫା ଶିଳ୍ପ ସଂସ୍ଥା ଦ୍ୱାରା ନୂତନ ଭାବେ ନିର୍ମାଣ କରାଯାଇଥିବା ସ୍ୱଚ୍ଛ ପାନୀୟ ଜଳ ପ୍ରକଳ୍ପର ଉଦ୍‌ଘାଟନ କରାଯିବା ସହ ଚଳିତ ଶିକ୍ଷାବର୍ଷରେ ଏ ୱାନରେ ମାଟ୍ରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ୮ଜଣ…

Read More

ସାବିତ୍ରୀ ଦେବୀ ମହାବିଦ୍ୟାଳୟରେ ବିଦାୟ କାଳୀନ ସମ୍ବର୍ଦ୍ଧନା ଉତ୍ସବ

ସାବିତ୍ରୀ ଦେବୀ ମହାବିଦ୍ୟାଳୟରେ ବିଦାୟ କାଳୀନ ସମ୍ବର୍ଦ୍ଧନା ଉତ୍ସବ ସାଲେପୁର(ଏନ୍‌.ଏମ୍‌.): କଟକ ଜିଲ୍ଲା ସାଲେପୁର ବ୍ଲକ୍ ଅନ୍ତର୍ଗତ ଶିଶୁଆ ଠାରେ ଅବସ୍ଥିତ ସାବିତ୍ରୀ ଦେବୀ ଘରୋଇ ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଯୁକ୍ତ ତିନିର ଶେଷ ବର୍ଷର ଛାତ୍ରଛାତ୍ରୀମାନଙ୍କୁ ଯୁକ୍ତତିନିର ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀମାନେ ବିଦାୟ ଅବସରରେ ସମ୍ବର୍ଦ୍ଧିତ କରିଥିଲେ । ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷ ସଞ୍ଜୟ କୁମାର ଖୁଣ୍ଟିଆ ସଭାପତିତ୍ୱ କରିଥିବା ବେଳେ ମୁଖ୍ୟଅତିଥି…

Read More

ହଷ୍ଟେଲ ନିମ୍ନମାନର ଖାଦ୍ୟ ଖାଇ ବହୁ ଛାତ୍ରୀ ଗୁରୁତର

ହଷ୍ଟେଲ ନିମ୍ନମାନର ଖାଦ୍ୟ ଖାଇ ବହୁ ଛାତ୍ରୀ ଗୁରୁତର ଆଠଗଡ଼(ଏନ୍‌.ଏମ୍‌.): ନିମ୍ନମାନର ଖାଦ୍ୟ ଖାଇ ହଷ୍ଟେଲରେ ବହୁ ଛାତ୍ରୀ ଅସୁସ୍ଥ ହୋଇ ପଡ଼ିଛନ୍ତି । ଉକ୍ତ ହଷ୍ଟେଲର ୮ଜଣ ଛାତ୍ରୀ ଅସୁସ୍ଥ ହୋଇପଡ଼ିଥିବାବେଳେ ସେମାନଙ୍କ ମଧ୍ୟରୁ ୩ଜଣ ଛାତ୍ରୀଙ୍କ ଅବସ୍ଥା ଗୁରୁତର ହୋଇପଡ଼ିଛି । ଅଭିଯୋଗ ଅନୁଯାୟୀ ସବୁବେଳେ ପିଲାମାନଙ୍କୁ ଦିଆ ଯାଉଥିଲା ବାସି ଖାଦ୍ୟ । ପୂର୍ବ ଦିନ ରୋଷେଇରୁ ଯାହା ବଳୁଥିଲା ତାକୁ ଖାଇବାକୁ ପିଲାମାନଙ୍କୁ ଏକ ପ୍ରକାର ବାଧ୍ୟ କରା ଯାଉଥିଲା ।…

Read More

ବିଦ୍ୟାଳୟକୁ ଗଣମାଧ୍ୟମ ପ୍ରବେଶରେ ଅଙ୍କୁଶ ପ୍ରତିବାଦ: କଟକ-ଚୌଦ୍ୱାର ବିକାଶ ପରିଷଦ ପକ୍ଷରୁ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ବିଦ୍ୟାଳୟକୁ ଗଣମାଧ୍ୟମ ପ୍ରବେଶରେ ଅଙ୍କୁଶ ପ୍ରତିବାଦ କଟକ-ଚୌଦ୍ୱାର ବିକାଶ ପରିଷଦ ପକ୍ଷରୁ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ଜଗତପୁର(ଏନ୍‌.ଏମ୍‌.): ବିଦ୍ୟାଳୟ ପରିସରକୁ ଗଣମାଧ୍ୟମ ପ୍ରତିନିଧିଙ୍କୁ ବାରଣ କରିବା ଏବଂ ଯଦି ଯିବେ ତେବେ ଉକ୍ତ ସାମ୍ବାଦିକଙ୍କ ନାମରେ ଏଫ.ଆଇ.ଆର ଦିଆଯିବ । ଗଣଶିକ୍ଷା ବିଭାଗ ପକ୍ଷରୁ ଏପରି ଏକ ବିଜ୍ଞପ୍ତି ପ୍ରକାଶ ପାଇବା ଲୋକତନ୍ତ୍ର ପାଇଁ କୁଠାର ଘାତ ଓ ଏହାକୁ ନିନ୍ଦା କରିବା ସହ ଏହାକୁ ପ୍ରତ୍ୟାହାର ଦାବିରେ କଟକ-ଚୌଦ୍ୱାର ବିକାଶ ପରିଷଦ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ…

Read More

ମ୍ୟାଟ୍ରିକ ପରୀକ୍ଷାରେ ଚୌଦ୍ୱାର ସରସ୍ୱତୀ ବିଦ୍ୟାମନ୍ଦିର ସଫଳତା: ଆଗରେ ଜସ୍ମିନ

ମ୍ୟାଟ୍ରିକ ପରୀକ୍ଷାରେ ଚୌଦ୍ୱାର ସରସ୍ୱତୀ ବିଦ୍ୟାମନ୍ଦିର ସଫଳତା: ଆଗରେ ଜସ୍ମିନ ଚୌଦ୍ୱାର (ଏନ୍‍.ଏମ୍‍.): ଚଳିତ ବର୍ଷ ମ୍ୟାଟ୍ରିକ ପରୀକ୍ଷାରେ ବିଗତବର୍ଷ ଭଳି ଚୌଦ୍ୱାର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଶତପ୍ରତିଶତ ସଫଳତା ହାସଲ କରି ପାରିଛି । ଦୀର୍ଘ ବର୍ଷ ଧରି ଏହି ଶିକ୍ଷାନୁଷ୍ଠାନ ମ୍ୟାଟ୍ରିକ ରେଜଲ୍ଟରେ ସ୍ୱତନ୍ତ୍ରସ୍ଥାନ ଅଧିକାର କରି ଅଞ୍ଚଳରେ ଏକ ନିଆରା ପରିଚୟ ସୃଷ୍ଟି କରିପାରିଛି । ଚଳିତ ଶିକ୍ଷାବର୍ଷ ୨୦୨୧-୨୨ରେ ଏହି ଶିକ୍ଷାନୁଷ୍ଠାନରୁ ମୋଟ ୮୬ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ ତେବେ…

Read More

ପ୍ରକାଶ ପାଇଲା ଚଳିତ ବର୍ଷର ମ୍ୟାଟ୍ରିକ ପରୀକ୍ଷା ଫଳ

ପ୍ରକାଶ ପାଇଲା ଚଳିତ ବର୍ଷର ମ୍ୟାଟ୍ରିକ ପରୀକ୍ଷା ଫଳ କଟକ(ଏନ୍‍.ଏମ୍‍.): ପ୍ରକାଶ ପାଇଲା ଚଳିତ ବର୍ଷ(2021-2022) ମାଟ୍ରିକ ପରୀକ୍ଷା ଫଳ।ଚଳିତବର୍ଷ  5,17847, 90.55  ପ୍ରତିଶତ ରେଜଲ୍ଟ । ବାଳକ, 2,56 877 ,88,77 ପ୍ରତିଶତ । ବାଳିକା ,260970, 92.37  ପ୍ରତିଶତ।।A1 ରେ   8,119  ଜଣ ରହିଥିବା ବେଳେ A2 54,889 ରେ  ,B1 ରେ 1,20 312  ଜଣ ,B2 1,42,599 । ତେବେ  8,699 ଜଣ ଛାତ୍ରଛାତ୍ରୀ ଫେଲ ହୋଇଛନ୍ତି।ଚଳିତବର୍ଷ   5 ,71909  ଜଣ…

Read More

ଓଡିଶା ଶିଳ୍ପସଂଘ ପକ୍ଷରୁ ସମ୍ବର୍ଦ୍ଧନା

ଓଡିଶା ଶିଳ୍ପସଂଘ ପକ୍ଷରୁ ସମ୍ବର୍ଦ୍ଧନା News by Kanhu charana Panda (Cuttack) କଟକ(ଏନ୍‌.ଏମ୍‌.): ଓଡିଶା ଶିଳ୍ପସଂଘ ପକ୍ଷରୁ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀ ଜଗତପୁର ସ୍ଥିତ ଶିଳ୍ପ ସଂଘ ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଶିଳ୍ପ ମନ୍ତ୍ରୀ ପ୍ରତାପ କେଶରୀ ଦେବ, ସିଏମସି ମେୟର ସୁବାସ ସିଂହ, ଚୌଦ୍ୱାର-କଟକ ବିଧାୟକ ସୌଭିକ ବିଶ୍ୱାଳଙ୍କୁ ଶିଳ୍ପ ସଂଘ ଅଧ୍ୟକ୍ଷ ଅବନୀ କାନୁନଗୋ ସମ୍ବର୍ଦ୍ଧିତ କରିଥିଲେ । ସଂଘ ଅଧ୍ୟକ୍ଷ ଶ୍ରୀ କାନୁନଗୋଙ୍କ…

Read More

ମେଘଦୂତ ଆୱାର୍ଡ ପ୍ରାପ୍ତ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସମ୍ବର୍ଦ୍ଧନା

ମେଘଦୂତ ଆୱାର୍ଡ ପ୍ରାପ୍ତ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସମ୍ବର୍ଦ୍ଧନା କଟକ(ଏନ୍‌.ଏମ୍‌.): କଟକ ଦକ୍ଷିଣ ଡାକ ମଣ୍ଡଳସ୍ଥିତ କାର୍ଯ୍ୟାଳୟରେ ଡାକ ଅଧିକ୍ଷକ ଗଜେନ୍ଦ୍ର ପ୍ରସାଦ କର ଅନ୍ୟ କର୍ମଚାରୀମାନଙ୍କ ଉପସ୍ଥିତିରେ ଡାକସେବାର ୨୦୨୧ ବିତ୍ତୀୟ ବର୍ଷର ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ମାନପତ୍ର ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରାଯାଇଛି । ଶ୍ରୀ ସାହୁ ବାଙ୍କୀ ମୁଖ୍ୟ ଡାକଘର ଅଧିନସ୍ଥ ତୁଳସୀପୁର ଶାଖା ଡାକଘରେ ଶାଖା…

Read More

ବିଜେବି କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣାରେ ସଂପୃକ୍ତ ଦୋଷୀଙ୍କୁ ଦୃଷ୍ଟାନ୍ତମୂଳକ ଦଣ୍ଡ ଦେବା ଦାବିରେ ଏଆଇଡିଏସ୍‌ଓର ବିକ୍ଷୋଭ

ବିଜେବି କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣାରେ ସଂପୃକ୍ତ ଦୋଷୀଙ୍କୁ ଦୃଷ୍ଟାନ୍ତମୂଳକ ଦଣ୍ଡ ଦେବା ଦାବିରେ ଏଆଇଡିଏସ୍‌ଓର ବିକ୍ଷୋଭ କଟକ (ଏନ୍‌.ଏମ୍‌.): ବିଜେବି କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣାର ଉଚ୍ଚସ୍ତରୀୟ ତଦନ୍ତ କରି ଘଟଣାରେ ସଂପୃକ୍ତ ସମସ୍ତ ଦୋଷୀଙ୍କୁ ଦୃଷ୍ଟାନ୍ତମୂଳକ ଦଣ୍ଡଦେବା ଦାବିରେ ଅଲ୍ ଇଣ୍ଡିଆ ଡେମୋକ୍ରାଟିକ୍ ଷ୍ଟୁଡେଣ୍ଟ୍‌ସ ଅର୍ଗାନାଇଜେସନ୍ (ଏ.ଆଇ.ଡି.ଏସ୍‌.ଓ) ପକ୍ଷରୁ ଆଜି ସାରା ଓଡିଶା ପ୍ରତିବାଦ ଦିବସ ପାଳନ କରାଯାଇଛି । ଏହି ପରିପ୍ରେକ୍ଷୀରେ ସଂଗଠନର କଟକ ଜିଲ୍ଲା କମିଟି ପକ୍ଷରୁ ରେଭେନ୍ସା ବିଶ୍ୱବିଦ୍ୟାଳୟ ସମ୍ମୁଖରେ…

Read More

ମହାନଦୀ ଡିଗ୍ରୀ ମହାବିଦ୍ୟାଳୟରେ ପଣ୍ଡିତ ଗୋପବନ୍ଧୁଙ୍କ ୯୪ତମ ଶ୍ରାଦ୍ଧ ବାର୍ଷିକ

ମହାନଦୀ ଡିଗ୍ରୀ ମହାବିଦ୍ୟାଳୟରେ ପଣ୍ଡିତ ଗୋପବନ୍ଧୁଙ୍କ ୯୪ତମ ଶ୍ରାଦ୍ଧ ବାର୍ଷିକ କଖଡି/ଟାଙ୍ଗୀ-ଚୌଦ୍ୱାର(ଏନ୍‌.ଏମ୍‌.): କଟକ ସ୍ଥିତ ମହାନଦୀ ଡିଗ୍ରୀ ମହାବିଦ୍ୟାଳୟରେ ପଣ୍ଡିତ ଗୋପବନ୍ଧୁଙ୍କ ୯୪ ତମ ଶ୍ରାଦ୍ଧବାର୍ଷିକ ଉପଲକ୍ଷେ “ସେବା ଓ ସେବକ’ ଆଲୋଚନା ଚକ୍ର ଆୟୋଜିତ ହୋଇଯାଇଛି । ମହାବିଦ୍ୟାଳୟର ସଂପାଦକ ଫକୀର ଚରଣ ସୀତାରାମ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଗୋପବନ୍ଧୁ ନର୍ସିଂ କଲେଜର ଅଧ୍ୟକ୍ଷା ରାଜଶ୍ରୀ ସାମନ୍ତରାୟ, ମୁଖ୍ୟବକ୍ତା ଭାବେ ସୁସାହିତ୍ୟିକ ତଥା ବାଗ୍ମୀ ନାରାୟଣ ପଣ୍ଡା, ସମ୍ମାନିତ ଅତିଥି…

Read More