ବିଜୁ ପଟ୍ଟନାୟକ ଷ୍ଟେଟ୍ ପୁଲିସ ଏକାଡେମୀରେ ୭ମ ବ୍ୟାଚ ଡିଏସପି ଏବଂ ୧୧ତମ ବ୍ୟାଚ ସବଇନ୍ସପେକ୍ଟରଙ୍କ ଦୀକ୍ଷାନ୍ତ ସମାରୋହ
ବିଜୁ ପଟ୍ଟନାୟକ ଷ୍ଟେଟ୍ ପୁଲିସ ଏକାଡେମୀରେ ୭ମ ବ୍ୟାଚ ଡିଏସପି ଏବଂ ୧୧ତମ ବ୍ୟାଚ ସବଇନ୍ସପେକ୍ଟରଙ୍କ ଦୀକ୍ଷାନ୍ତ ସମାରୋହ #ଭୁବନେଶ୍ୱର(ଏନ୍.ଏମ୍.): ବିଜୁ ପଟ୍ଟନାୟକ ଷ୍ଟେଟ୍ ପୁଲିସ ଏକାଡେମୀ ଠାରେ ୭ମ ବ୍ୟାଚ ଡିଏସପି (ପ୍ରୋବେସନର) ଏବଂ ୧୧ତମ ବ୍ୟାଚ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରଙ୍କ ଦୀକ୍ଷାନ୍ତ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏହି ସମାରୋହରେ ମୁଖ୍ୟଅତିଥି ଭାବେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ସୁନୀଲ କୁମାର ବଂସଲ ଯୋଗ ଦେଇ ଦେଶ, ସମାଜ ତଥା ସାଧାରଣ ଜନତାଙ୍କୁ ଉପଯୁକ୍ତ ସେବା, ସୁରକ୍ଷା…
