ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ ‘ଅକ୍ଷର’ର ସମାପନ ସମାରୋହ
ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ ‘ଅକ୍ଷର’ର ସମାପନ ସମାରୋହ ପୁସ୍ତକ ହେଉଛି ଜ୍ଞାନର ଗବାକ୍ଷ- ରାଜ୍ୟପାଳ #ଭୁବନେଶ୍ୱର(ଏନ୍.ଏମ୍.): ବହିର ବିକଳ୍ପ ନାହିଁ । ସମୟର ଆହ୍ୱାନ ଓ ଆବଶ୍ୟକତା ମୁତାବକ ନିଜକୁ ପ୍ରସ୍ତୁତ କରିବାକୁ ରାଜ୍ୟପାଳ ରଘୁବର ଦାସ ଆହ୍ୱାନ ଦେଇଛନ୍ତି । ଭୁବନେଶ୍ୱରରେ ଆୟୋଜିତ ପଞ୍ଚମ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ ‘ଅକ୍ଷର’ର ସମାପନ ସମାରୋହରେ ଯୋଗଦେଇ ରାଜ୍ୟପାଳ କହିଛନ୍ତି ଯେ, ପୁସ୍ତକ ହେଉଛି ଜ୍ଞାନର ଗବାକ୍ଷ । ଏହା ଅସୀମ ଦୁନିଆକୁ ପ୍ରବେଶ ପଥ…
