ପ୍ରକାଶ ପାଇଲା ମାଟ୍ରିକ୍ ପରୀକ୍ଷା ଫଳ: ୯୭.୮୯ପ୍ରତିଶତ ପାସ୍
ପ୍ରକାଶ ପାଇଲା ମାଟ୍ରିକ୍ ପରୀକ୍ଷା ଫଳ: ୯୭.୮୯ପ୍ରତିଶତ ପାସ୍ କଟକ (ଏନ୍.ଏମ୍.): ବହୁ କଳ୍ପନା ଜଳ୍ପନାର ଅନ୍ତଘଟାଇ ଆଜି ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଛି । କରୋନା ଯୋଗୁ ଚଳିତ ବର୍ଷ ମାଟ୍ରିକ୍ ପରୀକ୍ଷା ହୋଇପାରି ନଥିଲା ବେଳେ ବିକଳ୍ପ ବ୍ୟବସ୍ଥା ଯୋଗେ ପିଲାଙ୍କ ମୂଲ୍ୟାୟନ କରି ଫଳ ପ୍ରକାଶ କରାଯାଇଛି । ଏଥର ୯୭.୮୯ପ୍ରତିଶତ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । କଟକ ସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର…
