ଚୌଦ୍ୱାର ଦୌଲତାବାଦରେ ଇମ୍ଫା ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର
ଚୌଦ୍ୱାର ଦୌଲତାବାଦରେ ଇମ୍ଫା ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର #ଚୌଦ୍ୱାର(ଏନ୍.ଏମ୍.): ଚୌଦ୍ୱାର ଅଞ୍ଚଳରେ କୌଣସି ଗରିବ ବ୍ୟକ୍ତି ଯେଭଳି ସ୍ୱାସ୍ଥ୍ୟସେବାରୁ ବଞ୍ଚିତ ନରହେ ସେନେଇ ଇମ୍ଫାର ସାମାଜିକ ଦ୍ୱାୟିତ୍ୱବୋଧ ଶାଖା ବଂଶୀଧର ଓ ଇଲା ପଣ୍ଡା ଫାଉଣ୍ଡେସନ ଆନୁକୂଲ୍ୟରେ ମାଗଣା ସ୍ୱାସ୍ଥ୍ୟସେବା ଶିବିର ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ…












