ରାଇରଙ୍ଗପୁରରେ ସହିଦ ନୁଦୂରାମ ସୋରେନ୍ ମେମୋରିଆଲ ଟ୍ରଷ୍ଟ ଆନୁକୂଲ୍ୟରେ ନିଃଶୁଳ୍କ ଚକ୍ଷୁ ଶିବିର
ରାଇରଙ୍ଗପୁରରେ ସହିଦ ନୁଦୂରାମ ସୋରେନ୍ ମେମୋରିଆଲ ଟ୍ରଷ୍ଟ ଆନୁକୂଲ୍ୟରେ ନିଃଶୁଳ୍କ ଚକ୍ଷୁ ଶିବିର #ରାଇରଙ୍ଗପୁର(ଏନ୍.ଏମ୍.): ମୟୂରଭଞ୍ଜ ଜିଲ୍ଲାର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ‘ସହିଦ ନୁଦୂରାମ ସୋରେନ ମେମୋରିଆଲ ଟ୍ରଷ୍ଟ’ ଆନୁକୂଲ୍ୟରେ ନିଃଶୁଳ୍କ ଚକ୍ଷୁ ଶିବିର ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ରାଇରଙ୍ଗପୁର ପୌରାଞ୍ଚଳର ପିସିଏମ କଲ୍ୟାଣ ମଣ୍ଡପ ପରିସରରେ ଆୟୋଜିତ ଏହି ସାମାଜିକ ସେବା କାର୍ଯ୍ୟକ୍ରମକୁ ରାଇରଙ୍ଗପୁର ବ୍ଳକ ଅଧ୍ୟକ୍ଷ ଜ୍ଞାନରଂଜନ ହେମ୍ବ୍ରମ, ରାଇରଙ୍ଗପୁର ପୌର ପରିଷଦ ଉପାଧ୍ୟକ୍ଷା ମମିତା ଚୌଧୁରୀ ପ୍ରମୁଖ ଉପସ୍ଥିତ ରହି ସହିଦ…
