ଆନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ କବି ଜୟନ୍ତ ମହାପାତ୍ର ଏସସିବିରେ ଭର୍ତ୍ତି
ଆନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ କବି ଜୟନ୍ତ ମହାପାତ୍ର ଏସସିବିରେ ଭର୍ତ୍ତି କଟକ(ଏନ୍.ଏମ୍.): ବିଶିଷ୍ଟ ଆନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ କବି ପଦ୍ମଶ୍ରୀ ଜୟନ୍ତ ମହାପାତ୍ର ଗୁରୁତର ଅସୁସ୍ଥ ହୋଇ ପଡ଼ିଛନ୍ତି । ଆଜି ଅପରାହ୍ନରେ ସେ ଅଧିକ ଅସୁସ୍ଥ ହୋଇ ପଡ଼ିବାରୁ ତାଙ୍କୁ ଆଜି କଟକ ବଡ଼ମେଡ଼ିକାଲ (ଏସସିବି)ରେ ଭର୍ତ୍ତି କରାଯାଇଛି । ତେବେ ତାଙ୍କର ଚିକିତ୍ସା ନିମନ୍ତେ କଟକ ବଡ଼ମେଡ଼ିକାଲରେ ସ୍ୱତନ୍ତ୍ର ଡାକ୍ତରୀ ଟିମ ତାଙ୍କର ଚିକିତ୍ସା ଜାରି ରଖିଛନ୍ତି । ସେ ଦୀର୍ଘ ଦିନଧରି ଅସୁସ୍ଥ…
