ବାଲିଦୋକାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରକୁ କାୟାକଳ୍ପ ପୁରସ୍କାର
ବାଲିଦୋକାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରକୁ କାୟାକଳ୍ପ ପୁରସ୍କାର #କୋଣାର୍କ (ଏନ୍.ଏମ୍.): କାକଟପୁର ବ୍ଲକ୍ ଅନ୍ତର୍ଗତ କୁରୁଜଙ୍ଗ ଗ୍ରାମପଞ୍ଚାୟତର ଅଗ୍ରଣୀ ସ୍ୱାସ୍ଥ୍ୟ କେନ୍ଦ୍ର ବାଲିଦୋକାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରକୁ ସ୍ୱାସ୍ଥ୍ୟ ଓ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଦ୍ୱିତୀୟ ଥର ପାଇଁ କାୟାକଳ୍ପ ପୁରସ୍କାର ନିମନ୍ତେ ମନୋନୀତ କରାଯାଇଛି । ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ରୋଗୀ କଲ୍ଯାଣ ସମିତିକୁ କ୍ରିୟାଶୀଳ କରିବା, ରୋଗୀଙ୍କୁ…
