ଗୋଟିଏ ଆଖି ନଥାଇବି ମିଳୁନାହିଁ ଭତ୍ତା

ଗୋଟିଏ ଆଖି ନଥାଇବି ମିଳୁନାହିଁ ଭତ୍ତା #ସୁବର୍ଣ୍ଣପୁରର (ଏନ୍‌.ଏମ୍‌.): ସରକାର ସମସ୍ତ ହିତାଧିକାରୀଙ୍କୁ ସହାୟତା ଯୋଗାଇ ଦେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ତାହା ପ୍ରତାରଣାରେ ପରିଣତ ହୋଇଛି। ଏପରିକି ଜଣେ ଯୁବତୀଙ୍କ ଗୋଟିଏ ଆଖି ନଥାଇ ମଧ୍ୟ ସେ ଭତ୍ତା ପାଇବାରୁ ବଞ୍ଚିତ ଅଛନ୍ତି। ଗୋଟିଏ ପଟେ ସରକାର ସବକା ସାଥ ସବକା ବିକାଶ ବୋଲି ଡିଣ୍ଡିମ ପିଟୁଥିବାବେଳେ ଏହି ଯୁବତୀଙ୍କ କ୍ଷେତ୍ରରେ ସରକାରଙ୍କ ଘୋଷଣା କେବଳ କୁମ୍ଭୀର କାନ୍ଦଣା ସଦୃଶ ହୋଇଛି। ଏଭଳି ଅଭାବନୀୟ…

Read More

ନୂତନ ବିଶୁଦ୍ଧ ପାନୀୟଜଳ ପ୍ରକଳ୍ପର ଶୁଭ ଉଦ୍ଘାଟନ କଲେ ବିଧାୟିକା ସୋଫିଆ

ନୂତନ ବିଶୁଦ୍ଧ ପାନୀୟଜଳ ପ୍ରକଳ୍ପର ଶୁଭ ଉଦ୍ଘାଟନ କଲେ ବିଧାୟିକା ସୋଫିଆ #Cuttack #କଟକ(ଏନ୍‌.ଏମ୍‌.): ସ୍ଥାନୀୟ ଚହଟା ଲେନ–୩ ସ୍ଥିତ ଗ୍ରାମଦେବୀ ମନ୍ଦିର ନିକଟରେ ସର୍ବସାଧାରଣଙ୍କ ପାଇଁ ଏକ ଥଣ୍ଡା ଓ ସ୍ୱଚ୍ଛ ପାନୀୟଜଳ ପ୍ରକଳ୍ପର ଶୁଭ ଉଦ୍ଘାଟନ ବିଧାୟିକା ସୋଫିଆ ଫିର୍ଦୋଷଙ୍କ ଦ୍ୱାରା ଅନୁଷ୍ଠିତ ହୋଇଛି। ଉଦ୍ଘାଟନ କାର୍ଯ୍ୟକ୍ରମରେ ସ୍ଥାନୀୟ ବାସିନ୍ଦାମାନେ ଉପସ୍ଥିତ ଥିଲେ। ଏହି ପ୍ରକଳ୍ପ ମନ୍ଦିରକୁ ଆସୁଥିବା ଶ୍ରଦ୍ଧାଳୁମାନଙ୍କ ସହିତ ସ୍ଥାନୀୟ ଅଞ୍ଚଳବାସୀଙ୍କୁ ଗ୍ରୀଷ୍ମ ଦିନରେ ଥଣ୍ଡା ଓ ସୁରକ୍ଷିତ ପାନୀୟଜଳ ଯୋଗାଇବ।…

Read More

ବିକଶିତ ଭାରତର ଆଉଗୋଟେ ଝଲକ: ଲୋକସଭାରେ ତିନି ନୂଆ ବିଲ୍ ଆଗତ

ବିକଶିତ ଭାରତର ଆଉଗୋଟେ ଝଲକ: ଲୋକସଭାରେ ତିନି ନୂଆ ବିଲ୍ ଆଗତ @Newdelhi #ନୂଆଦିଲ୍ଲୀ (ଏଜେନ୍ସି): କେନ୍ଦ୍ର ସରକାର ଦେଶର ପ୍ରଗତି ପାଇଁ ଗୋଟିଏ ପରେ ଗୋଟିଏ ପଦକ୍ଷେପ ନେଇ ଚାଲିଛନ୍ତି। ଏବେ ବିକଶିତ ଭାରତର ଆଉ ଗୋଟିଏ ଝଲକ ମଧ୍ୟ ଦେଖିବାକୁ ମିଳିଛି। ଲୋକସଭାରେ ତିନି ନୂଆ ବିଲ୍ ଆଗତ କରାଯାଇଛି। ସୋମବାର ଆଗତ କରାଯାଇଥିବା ବିଲଗୁଡିକ ହେଲା ବିକଶିତ ଭାରତ ଶିକ୍ଷା ଅଧିସ୍ଥାନ (ଭିବିଏସ୍‌ଏ) ବିଲ୍ ୨୦୨୫, ସସ୍‌ଷ୍ଟେନେବୁଲ ହାର୍ନେସିଙ୍ଗ୍ ଆଣ୍ଡ ଆଡଭାନ୍ସମେଣ୍ଟ ଅଫ୍…

Read More