କନ୍ଧମାଳକୁ ଆସିବେ ମୁଖ୍ୟମନ୍ତ୍ରୀ, ସ୍ୱାଗତ ପାଇଁ ବ୍ୟାପକ ପ୍ରସ୍ତୁତି
କନ୍ଧମାଳକୁ ଆସିବେ ମୁଖ୍ୟମନ୍ତ୍ରୀ, ସ୍ୱାଗତ ପାଇଁ ବ୍ୟାପକ ପ୍ରସ୍ତୁତି ଫୁଲବାଣୀ (ଏନ୍.ଏମ୍.): ଆସନ୍ତା କାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କନ୍ଧମାଳ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଏହା କନ୍ଧମାଳକୁ ପ୍ରଥମ ଗସ୍ତ ହୋଇଥିବାରୁ ତାଙ୍କୁ ବିପୁଳ ସ୍ୱାଗତ କରିବା ପାଇଁ ଜିଲ୍ଲା ପ୍ରଶାସନ…