ମିହିର ଦାସଙ୍କ ସାନପୁଅ ଅକ୍ଲାନ୍ତଙ୍କ ପରଲୋକ
ମିହିର ଦାସଙ୍କ ସାନପୁଅ ଅକ୍ଲାନ୍ତଙ୍କ ପରଲୋକ #କଟକ(ଏନ୍.ଏମ୍.): ଓଡ଼ିଆ ସିନେ ଜଗତର ଲୋକପ୍ରିୟ ଅଭିନେତା ସ୍ୱର୍ଗତ ମିହିର ଦାସଙ୍କର ସାନପୁଅ ଅକ୍ଲାନ୍ତ ଦାସ(୨୬)ଙ୍କ ଆକସ୍ମିକ ମୃତ୍ୟୁ ବିଭିନ୍ନ ମହଲରେ ଶୋକର ଛାୟା ଖେଳାଇ ଦେଇଛି । ବାପାଙ୍କ ମୃତ୍ୟୁର ବର୍ଷକ ପରେ ସାନ ପୁଅର ମୃତ୍ୟୁକୁ ଲୋକେ ସହଜରେ ଗ୍ରହଣ କରି ପାରୁନାହାନ୍ତି । ଏ ନେଇ ପରିବାର ଲୋକେ ମଧ୍ୟ ଦୁଃଖରେ ଭାଙ୍ଗି ପଡ଼ିଛନ୍ତି । ସୂଚନା ଅନୁଯାୟୀ ଗତ କାଲି ରାତିରେ ଚିକିତ୍ସାଧୀନ ଅବସ୍ଥାରେ…
