ଗଣଶିକ୍ଷା ବିଭାଗର ଦୁଇଦିନିଆ ପ୍ରଶିକ୍ଷଣ ଶିବିର, ଜାଣିଲେ ଜିଣିବା: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ
ଗଣଶିକ୍ଷା ବିଭାଗର ଦୁଇଦିନିଆ ପ୍ରଶିକ୍ଷଣ ଶିବିର, ଜାଣିଲେ ଜିଣିବା: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ #ଭୁବନେଶ୍ୱର(ଏନ୍.ଏମ୍.): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନରେ ବ୍ରହ୍ମପୁର ଜୋନର ୮ଟି ଜିଲ୍ଲାର ଜିଲ୍ଲା ଶିକ୍ଷା ଅଧିକାରୀ ଓ ବ୍ଲକ ଶିକ୍ଷା ଅଧିକାରୀଙ୍କ ଦୁଇଦିନିଆ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଭୁବନେଶ୍ୱରସ୍ଥିତ କୃଷିଭବନ ଅଡିଟୋରିଅମରେ ଆୟୋଜିତ ଏହି ପ୍ରଶିକ୍ଷଣ ଶିବିରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ରଞ୍ଜନ ଦାଶ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶାସନ ସଚିବ…
