ମୁଖ୍ୟମନ୍ତ୍ରୀଙ୍କ ଭେଟିଲେ କୁଲଟା କର୍ମକର୍ତ୍ତା: ପୁରୀରେ ଧର୍ମଶାଳା ନିର୍ମାଣ ପାଇଁ ଜମି ଓ ଆର୍ଥିକ ସହାୟତା ଯୋଗାଇବେ ରାଜ୍ୟ ସରକାର
ମୁଖ୍ୟମନ୍ତ୍ରୀଙ୍କ ଭେଟିଲେ କୁଲଟା କର୍ମକର୍ତ୍ତା: ପୁରୀରେ ଧର୍ମଶାଳା ନିର୍ମାଣ ପାଇଁ ଜମି ଓ ଆର୍ଥିକ ସହାୟତା ଯୋଗାଇବେ ରାଜ୍ୟ ସରକାର #ଭୁବନେଶ୍ୱର(ଏନ୍.ଏମ୍.): ଓଡିଶା କୁଲତା ସମାଜର ଏକ ପ୍ରତିନିଧି ଦଳ, ଆଜି ନବୀନ ନିବାସ ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ସେମାନଙ୍କ ବିଭିନ୍ନ ଦାବି ବିଷୟରେ ଆଲୋଚନା କରିଛନ୍ତି । ପ୍ରଥମେ ସେମାନଙ୍କ କୂଳ ଦେବତା ପ୍ରଭୁ ନୃସିଂହନାଥଙ୍କ ପୀଠର ଉନ୍ନତି ନିମନ୍ତେ ୫-ଟି ଉପକ୍ରମରେ ମୁଖ୍ୟମନ୍ତ୍ରୀ ନେଇଥିବା ରୂପାନ୍ତରଣ କାର୍ଯ୍ୟକ୍ରମ ପାଇଁ ସମାଜ ପକ୍ଷରୁ…
