ଭାରତୀୟ ସାମ୍ବାଦିକ ଉନ୍ନୟନ ପରିଷଦ ପକ୍ଷରୁ ପ୍ରେସ ଲୋଗୋ ଉନ୍ମୋଚିତ
ଭାରତୀୟ ସାମ୍ବାଦିକ ଉନ୍ନୟନ ପରିଷଦ ପକ୍ଷରୁ ପ୍ରେସ ଲୋଗୋ ଉନ୍ମୋଚିତ #କଟକ(ଏନ୍.ଏମ୍.): ସାମ୍ବାଦିକତାର ପରିପୃଷ୍ଟତା, ସାମ୍ବାଦିକ ସମୂହର ବୃତ୍ତିଗତ ଓ ଅର୍ଥନୈତିକ କଲ୍ୟାଣ ତଥା ସାମାଜିକ ସୁରକ୍ଷା ଉଦ୍ଦେଶ୍ୟରେ ଭାରତୀୟ ସାମ୍ବାଦିକ ଉନ୍ନୟନ ପରିଷଦ ଗଠନ କରାଯାଇଛି । ସାମ୍ବାଦିକତା କ୍ଷେତ୍ରରେ ଦେଶରେ ତଥା ଦେଶ ବାହାରେ ଘଟୁଥିବା ଘଟଣା ପ୍ରବାହ ଚିନ୍ତାର ବିଷୟ ହୋଇଥିବାବେଳେ ଏ କ୍ଷେତ୍ରରେ ବେଳହୁଁ ସଚେତନତାର ଆବଶ୍ୟକତା ରହିଛି । ସାମ୍ବାଦିକତାର ସୁରକ୍ଷା ଓ କଲ୍ୟାଣ ସମ୍ପର୍କରେ ବ୍ୟାପକ ଆଲୋଚନା ପର୍ଯ୍ୟାଲୋଚନା…
