ହବିଷ୍ୟାଳୀଙ୍କ ସୁବିଧା ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ
ହବିଷ୍ୟାଳୀଙ୍କ ସୁବିଧା ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କୋଣାର୍କ (ଏନ.ଏମ.): କାର୍ତ୍ତିକ ମାସରେ ଶ୍ରୀଜିଉଙ୍କ ପାଖରେ ହବିଷ ବ୍ରତ କରିବାକୁ ହବିଷ୍ୟାଳୀ ମାନେ ପୁରୀ ଆସୁଥିବୋବେଳ ସେମାନଙ୍କ ସୁବିଧା ପାଇଁ ଜିଲ୍ଲାପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ପଦେକ୍ଷପ ଗ୍ରହଣ କରାଯାଇଛି। ଆଜି ଏନେଇ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ରାଜ୍ୟ ସରକାର ଓ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ସେହି ହବିଷ୍ୟାଳୀମାନଙ୍କ ରହିବା, ଶ୍ରୀଜିଉଙ୍କ ଦର୍ଶନ, ପୂଜା ବ୍ୟବସ୍ଥା,…
