ବିଜେପି କଟକ ନଗରର ମହିଳା ମୋର୍ଚ୍ଚାର ମହିଳା ଓ ଶିଶୁ ସୁରକ୍ଷା ବିଷୟ ସମ୍ବନ୍ଧରେ ପଥପ୍ରାନ୍ତ ସଭା

ବିଜେପି କଟକ ନଗରର ମହିଳା ମୋର୍ଚ୍ଚାର ମହିଳା ଓ ଶିଶୁ ସୁରକ୍ଷା ବିଷୟ ସମ୍ବନ୍ଧରେ ପଥପ୍ରାନ୍ତ ସଭା କଟକ (ଏନ୍‍.ଏମ୍‍.): କଟକ ନଗର ମହିଳା ମୋର୍ଚ୍ଚା ପକ୍ଷରୁ ସ୍ଥାନୀୟ ନୟାସଡ଼କ ଛକରେ ମହିଳା ଓ ଶିଶୁ ସୁରକ୍ଷା ନେଇ ଏକ ପଥପ୍ରାନ୍ତ ସଭା ଅନୁଷ୍ଠିତ ହୋଇଯାଇଛି । ସଭାନେତ୍ରୀ ପ୍ରବୀଣା ମହାପାତ୍ରଙ୍କ ନେତୃତ୍ୱରେ ଏନ୍‌ସିଆରବି ରିପୋର୍ଟ ଅନୁସାରେ ଓଡ଼ିଶାରେ ମହିଳା ସମ୍ପୂର୍ଣ୍ଣ ଅସୁରକ୍ଷିତ ଅଛି । ଓଡ଼ିଶାରେ ଅପହରଣ, ବଳାତ୍କାର ପ୍ରତିବର୍ଷ ବଢ଼ିଚାଲିଛି । ରାଜ୍ୟରେ ୨ବର୍ଷ…

Read More

କଂସା ଓ ପିତ୍ତଳ ହସ୍ତଶିଳ୍ପ ସାମଗ୍ରୀର ଜି.ଆଇ. ମାନ୍ୟତା ପାଇଁ ହସ୍ତଶିଳ୍ପ ବିଭାଗ ପକ୍ଷରୁ ଆବେଦନ

କଂସା ଓ ପିତ୍ତଳ ହସ୍ତଶିଳ୍ପ ସାମଗ୍ରୀର ଜି.ଆଇ. ମାନ୍ୟତା ପାଇଁ ହସ୍ତଶିଳ୍ପ ବିଭାଗ ପକ୍ଷରୁ ଆବେଦନ ଭୁବନେଶ୍ୱର(ଏନ୍‍.ଏମ୍‍.): ସାମଗ୍ରୀ ଗୁଡିକର ଭୌଗୋଳିକ ସୂଚକାଙ୍କ (ପଞ୍ଜିକରଣ ଓ ସଂରକ୍ଷଣ) ଅଧିନିୟମ, ୧୯୯୯ ଦ୍ୱାରା ସାମଗ୍ରୀ ଗୁଡିକର ଭୌଗୋଳିକ ସୂଚକାଙ୍କର ପଞ୍ଜିକରଣ ଓ ଉନ୍ନତ ମାନର ସଂରକ୍ଷଣ କରାଯାଉଛି । ଏହି କ୍ରମରେ ଓଡ଼ିଶାରେ ଉତ୍ପାଦିତ ହସ୍ତଶିଳ୍ପ ସାମଗ୍ରୀଗୁଡିକର ବୈଶିଷ୍ଟ୍ୟ ସୁରକ୍ଷା କରିବା ଓ ଏହାର ବେଆଇନ ବ୍ୟବହାର ବନ୍ଦ କରିବା ସଙ୍ଗେ ସଙ୍ଗେ କାରିଗର ଓ ଖାଉଟିମାନଙ୍କର ସ୍ୱାର୍ଥରକ୍ଷା…

Read More

ପାଗଳର ଭୁଜାଲି ଚୋଟରେ ଜଣେ ମୃତ, ୩ ଗୁରୁତର

ପାଗଳର ଭୁଜାଲି ଚୋଟରେ ଜଣେ ମୃତ, ୩ ଗୁରୁତର ମାହାଙ୍ଗା(ଏନ୍‌.ଏମ୍‌.): ଜଣେ ପାଗଳ ବ୍ୟକ୍ତିର ପାଗଳାମୀ ଦେଖିବାକୁ ମିଳିଛି କଟକ ଜିଲ୍ଲା ମାହାଙ୍ଗା ଅଞ୍ଚଳରେ । ପାଗଳ ଭୁଜାଲି ଧରି ବୁଲୁଥିବାବେଳେ ଆକ୍ରମଣ ଫଳରେ ଜଣେ ମୃତ୍ୟୁବରଣ କରିଥିବାବେଳେ ଅନ୍ୟ ୩ଜଣ ଗୁରୁତର ଆହତ ହୋଇଛନ୍ତି । ଏଭଳି ଅଭାବନୀୟ ଓ ହୃଦୟ ବିଦାରକ ଘଟଣା ଘଟିବା ପରେ ଅଞ୍ଚଳରେ ଚାପା ଉତ୍ତେଜନା ମଧ୍ୟ ସୃଷ୍ଟି ହୋଇଛି । ପ୍ରାପ୍ତ ସୂଚନା ଅନୁଯାୟୀ, ମାହାଙ୍ଗା ବ୍ଲକ ପୋଡାମରାଇ…

Read More

ଐତିହାସିକ ଅଳକା ଆଶ୍ରମ ଉପରେ ଆଧାରିତ ଡାକଟିକଟ ରାଜ୍ୟପାଳଙ୍କ ଦ୍ବାରା ଉନ୍ମୋଚିତ

ଐତିହାସିକ ଅଳକା ଆଶ୍ରମ ଉପରେ ଆଧାରିତ ଡାକଟିକଟ ରାଜ୍ୟପାଳଙ୍କ ଦ୍ବାରା ଉନ୍ମୋଚିତ ଭୁବନେଶ୍ବର(ଏନ‌୍.ଏମ‌୍.): ଐତିହାସିକ ଅଳକା ଆଶ୍ରମ ଉପରେ ଆଧାରିତ ଏକ ‘ମୋ ଡାକ ଟିକେଟ’ ମହାମହିମ ରାଜ୍ୟପାଳଙ୍କ ଦ୍ବାରା ଉନ୍ମୋଚିତ ହୋଇଯାଇଛି| ରାଜଭବନ ପରିସରରେ ଅଳକା ଆଶ୍ରମ ଶତବାର୍ଷିକୀ କମିଟିର ଅଧ୍ୟକ୍ଷ ସଂଗ୍ରାମ କେଶରୀ ମହାପାତ୍ର, ଆବାହକ ସମ୍ପାଦକ ଦେବେନ୍ଦ୍ର ନାଥ ରାଉତ, ସଂଯୋଜକ ନଗେନ୍ଦ୍ର ନାଥ ସ୍ବାଇଁ, ସୋମନାଥ ପରିଡା, ଡାକ ଟିକଟର ଶିଳ୍ପୀ ଲାଲ ସଂଗ୍ରାମ କେଶରୀ ରାୟ ଏହି ଅବସରରେ ଉପସ୍ଥିତ…

Read More

ଗଡଜାତ ପରିକ୍ରମା ତରଫରୁ ଅଷ୍ଟମ ପୂଜ୍ୟପୂଜା ସମାରୋହ ଅନୁଷ୍ଠିତ,ସମ୍ବର୍ଦ୍ଧିତ ହେଲେ ୧୪ ଗୁରୁ

ଗଡଜାତ ପରିକ୍ରମା ତରଫରୁ ଅଷ୍ଟମ ପୂଜ୍ୟପୂଜା ସମାରୋହ ଅନୁଷ୍ଠିତ,ସମ୍ବର୍ଦ୍ଧିତ ହେଲେ ୧୪ ଗୁରୁ ଆଠଗଡ(ଏନ୍‌.ଏମ୍‌.): ଆଠଗଡ ଅଞ୍ଚଳର ସ୍ୱେଛାସେବୀ ସଂଗଠନ ଗଡଜାତ ପରିକ୍ରମା ତରଫରୁ ସ୍ଥାନୀୟ ବିଶ୍ୱନାଥ ବିଦ୍ୟାପୀଠ ଠାରେ ଅଷ୍ଟମ ପୂଜ୍ୟପୂଜା ସମାରୋହ ଅନୁଷ୍ଠିତ ହୋଇଯାଇଛି । ପବିତ୍ର ଗୁରୁ ଦିବସ ଅବସରରେ ଗଡଜାତ ପରିକ୍ରମା ତରଫରୁ ୧୪ ଜଣ ଗୁରୁଙ୍କୁ ସମ୍ବର୍ଦ୍ଧିତ କରାଯାଇ ଥିଲା । ଅନୁଷ୍ଠାନର ସଭାପତି ପ୍ରାଣକୃଷ୍ଣ ଦାଶଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି ଭାବେ ସ୍ପର୍ଶ ଗୁରୁ ବାବା ଆର୍ତତ୍ରାଣ…

Read More

ଗଣ୍ଡଗୋଳ ଘଟଣାରେ ସଂପୃକ୍ତ ଅଭିଯୋଗରେ ୬ଗିରଫ

ଗଣ୍ଡଗୋଳ ଘଟଣାରେ ସଂପୃକ୍ତ ଅଭିଯୋଗରେ ୬ଗିରଫ ଖଣ୍ଡପଡା(ଏନ୍‌.ଏମ୍‌.): ଖଣ୍ଡପଡ଼ା ଅଞ୍ଚଳରେ ଏକ ଗଣ୍ଡଗୋଳ ଘଟଣାରେ ୬ଜଣ ଅଭିଯୁକ୍ତଙ୍କୁ ପୁଲିସ ଗିରଫ କରିଛି । ଗିରଫ ଅଭିଯୁକ୍ତମାନଙ୍କ ନାମରେ ମଧ୍ୟ ବିଭିନ୍ନ ମାମଲା ରହିଥିବା ଜଣାପଡ଼ିଛି । ପ୍ରକାଶ ଯେ, ଖଣ୍ଡପଡା ଥାନା ଅଧିନ କୋସକା ପଞ୍ଚାୟତର ଯୋଗୀଯୋଗିଆଣୀ ପୀଠକୁ ଗତ ରବିବାର ପରିଦର୍ଶନରେ ଯାଇଥିବା ମର୍ଦ୍ଦରାଜପୁର ଗ୍ରାମର ସୁଧୀର କୁମାର ବେହେରା(୪୦)ଙ୍କୁ କେତେକ ବ୍ୟକ୍ତି ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବା ସହ ନିସ୍ତୁକ ମାଡ ମାରିଥିବା ନେଇ…

Read More

କଲରାବାଙ୍କ କଳିଙ୍ଗ ଇଂଲିଶ ମିଡ଼ିୟମ ସ୍କୁଲର ଆଉ ଏକ ସଫଳତା

କଲରାବାଙ୍କ କଳିଙ୍ଗ ଇଂଲିଶ ମିଡ଼ିୟମ ସ୍କୁଲର ଆଉ ଏକ ସଫଳତା କଟକ(ଏନ୍‌.ଏମ୍‌.): ଦେଶର ପ୍ରଥମ ସ୍ମାର୍ଟ ଭିଲେଜ ଭାବରେ ପ୍ରସିଦ୍ଧି ଲାଭ କରିଥିବା କଟକ ଜିଲ୍ଲା କଲରାବାଙ୍କ ଠାରେ ଡକ୍ଟର ଅଚ୍ୟୁତ ସାମନ୍ତଙ୍କ ପ୍ରଚେଷ୍ଟାରେ ପ୍ରତିଷ୍ଠା କରାଯାଇଥିବା କଳିଙ୍ଗ ଇଂଲିଶ ମିଡିୟମ ସ୍କୁଲ ଆଉ ଏକ ସଫଳତାର ଫର୍ଦ୍ଦ ଯୋଡିପାରିଛି । ଇଣ୍ଟରନେସନାଲ ଏକ୍ସଲେନ୍ସ ଆୱାର୍ଡ଼ ପକ୍ଷରୁ ବିଶ୍ୱର ଅନେକ ପ୍ରତିଷ୍ଠିତ ବିଦ୍ୟାଳୟମାନଙ୍କ ଶୈକ୍ଷିକ ଭିତ୍ତିଭୂମିର ସୁଦୃଢ଼ୀକରଣ, ଗୁଣାତ୍ମକ ଶିକ୍ଷା ପ୍ରଦାନ ଓ ପାଠ୍ୟକ୍ରମରେ ନୂତନ ଜ୍ଞାନକୌଶଳ…

Read More

ଶିକ୍ଷକମାନଙ୍କ ପ୍ରତି ସରକାରଙ୍କ ବୈମାତୃକ ମନୋଭାବକୁ ବିରୋଧ: ୧୧ରେ ବିଧାନସଭା ସମ୍ମୁଖରେ ବିକ୍ଷୋଭ କରିବ ସଂଘ

ଶିକ୍ଷକମାନଙ୍କ ପ୍ରତି ସରକାରଙ୍କ ବୈମାତୃକ ମନୋଭାବକୁ ବିରୋଧ: ୧୧ରେ ବିଧାନସଭା ସମ୍ମୁଖରେ ବିକ୍ଷୋଭ କରିବ ସଂଘ କଟକ(ଏନ୍‌.ଏମ୍‌.): ସରକାର ଶିକ୍ଷାର ଉନ୍ନତି ପାଇଁ ବିଭିନ୍ନ ଯୋଜନାର ଡିଣ୍ଡିମ ପିଟୁଥିବାବେଳେ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କ ପ୍ରତି ଅହେତୁକ ଅବହେଳା ସତେ ଯେମିତି ଧର୍ମକୁ ଆଖିଠାର ବୋଲି ପ୍ରାରମ୍ଭିକ ନିଯୁକ୍ତ ଶିକ୍ଷକ ସଂଘ ପକ୍ଷରୁ ଅଭିଯୋଗ ହୋଇଛି । ବର୍ଷ ବର୍ଷ ଧରି ସେମାନଙ୍କ ସମସ୍ୟା ସମ୍ପର୍କରେ ସରକାରଙ୍କୁ ଅବଗତ କରାଯାଇଥିଲେ ମଧ୍ୟ ଏ ନେଇ କୌଣସି ସୁଫଳ ନମିଳିବା ଦୁର୍ଭାଗ୍ୟ…

Read More

ଜିଲ୍ଲା ଅବକାରୀ ବିଭାଗର ଚଢାଉ: ନକଲି ମଦ ସହିତ କାର ଜବତ, ଦୁଇ ଗିରଫ

ଜିଲ୍ଲା ଅବକାରୀ ବିଭାଗର ଚଢାଉ: ନକଲି ମଦ ସହିତ କାର ଜବତ, ଦୁଇ ଗିରଫ କଟକ(ଏନ୍‌.ଏମ୍‌.): ଜିଲ୍ଲା ଅବକାରୀ ବିଭାଗର ମୋବାଇଲ ୟୁନିଟର କର୍ମଚାରୀମାନେ ଫୁଲନଖରା ଛକରେ ଜଗିରହି ଆଜି ପୂର୍ବାହ୍ନରେ ଖୋର୍ଦ୍ଧାରୁ ଓଲଟପୁରକୁ ଚାଲାଣ କରାଯାଉଥିବା ପ୍ରାୟ ଦେଢ ଲକ୍ଷ ଟଙ୍କାର ନକଲି ଦେଶୀ ମଦ ଜବତ କରିଛନ୍ତି । ଏଥି ସହିତ ଏହି ଚୋରା କାରବାରରେ ସଂପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ଗିରଫ ଅଭିଯୁକ୍ତଦ୍ୱୟ ହେଲେ ଗାଡି ଚାଳକ କଟକ ଜିଲ୍ଲା…

Read More

ଚାଟ ଘୁଘୁନି ହେଲା ଶେଷ ଖାଇବା: ପୁଅଝିଅ ମୃତ ବାପ ମା’ ଗୁରୁତର

ଚାଟ ଘୁଘୁନି ହେଲା ଶେଷ ଖାଇବା: ପୁଅଝିଅ ମୃତ ବାପ ମା’ ଗୁରୁତର ଆଠଗଡ଼(ଏନ୍‌.ଏମ୍‌.): ବିଷାକ୍ତ ଖାଦ୍ୟ ଖାଇ ଗୋଟିଏ ପରିବାରର ୨ଜଣ ଶିଶୁ ମୃତ୍ୟୁବରଣ କରିଥିବାବେଳେ ପିତାମାତାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ଏଭଳି ଘଟଣା ସମଗ୍ର ବଡ଼ମ୍ବା ଅଞ୍ଚଳରେ ଶୋକ ଛାୟା ଖେଳାଇ ଦେଇଛନ୍ତି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି କଟକ ଜିଲ୍ଲା ବଡ଼ମ୍ବା ମାଣିଆବନ୍ଧ ଅଧିନସ୍ଥ ଅଭିମାନପୁର ବୀରବରପୁର ଗାଁରେ । ଗାଁର ଗୋବିନ୍ଦ ପାତ୍ରଙ୍କ ପରିବାରରେ ଚାଟ ଘୁଘୁନି…

Read More

କଟକ ଜିଲ୍ଲାର ବିଭିନ୍ନ ସ୍ଥାନରେ ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କ ଅଭିଯୋଗ ଶୁଣାଣି

କଟକ ଜିଲ୍ଲାର ବିଭିନ୍ନ ସ୍ଥାନରେ ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କ ଅଭିଯୋଗ ଶୁଣାଣି ଆଠଗଡ଼(ଏନ୍‌.ଏମ୍‌.): ଶିକ୍ଷକ-ଶିକ୍ଷୟତ୍ରୀମାନେ ରାଷ୍ଟ୍ର ଗଠନରେ ସଦା ସର୍ବଦା ଗଠନମୂଳକ ଭୂମିକା ନିର୍ବାହ କରିଆସିଛନ୍ତି । ଶିକ୍ଷାୟତନର ସାମଗ୍ରିକ ପ୍ରଗତିରେ ଶିକ୍ଷକମାନଙ୍କର ଯୋଗଦାନ ଅନନ୍ୟ । ଶିକ୍ଷାଦାନ ପ୍ରକ୍ରିୟାକୁ ବୋଧଗମ୍ୟ କରିବା ଭଳି ମାନସିକତାର ଆବଶ୍ୟକତାକୁ ଏକ ଚିନ୍ତାମୁକ୍ତ ମନ ଅପରିହାର୍ଯ୍ୟ । ଶିକ୍ଷକ ସାମାଜର ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଏ ଦିଗରେ ଏକ ଫଳପ୍ରଦ ପ୍ରୟାସ ବୋଲି ବିବେଚନା କରାଯାଉଛି ବୋଲି କଟକ ଜିଲ୍ଲା ଆଠଗଡ ବିଶ୍ୱନାଥ…

Read More

କୁମ୍ଭକର୍ଣ୍ଣ ନିଦ୍ରାରେ ଜଳସେଚନ ବିଭାଗ: ଚାଷ ପାଇଁ ପାଣିର ଅଭାବ ନେଇ ଚାଷୀଙ୍କ ଧାରଣା  

କୁମ୍ଭକର୍ଣ୍ଣ ନିଦ୍ରାରେ ଜଳସେଚନ ବିଭାଗ: ଚାଷ ପାଇଁ ପାଣିର ଅଭାବ ନେଇ ଚାଷୀଙ୍କ ଧାରଣା ସାଲେପୁର(ଏନ୍‌.ଏମ୍‌.): ରାଜ୍ୟରେ ଚାଷୀଙ୍କ ଉନ୍ନତି ପାଇଁ ସରକାର ସର୍ବଦା ଚେଷ୍ଟିତ ଥିବାବେଳେ ବିଭାଗୀୟ ଅଧିକାରୀଙ୍କ ଖାମଖିଆଲି ନୀତି ଯୋଗୁଁ ଚାଷୀ କ୍ଷତିଗ୍ରସ୍ତ ହେଉଛନ୍ତି । ଚାଷୀମାନଙ୍କୁ ରାଜ୍ୟ ସରକାର ସହାୟତା ନିମନ୍ତେ ଅର୍ଥରାଶି ଯୋଗାଇ ଦେଉଥିଲେ ମଧ୍ୟ ଜମିକୁ ପାଣି ନଥିବା ଯୋଗୁଁ ଚାଷ ବିପର୍ଯ୍ୟସ୍ତ ହେବାରେ ଲାଗିଛି । ଫଳରେ ସରକାର ଓ ଚାଷୀମାନଙ୍କ ମଧ୍ୟରେ ଦୂରତ୍ୱ ଦୂରେଇ ଯାଉଥିବା…

Read More