ଆନ୍ତର୍ଜାତିକ ପର୍ଯ୍ୟଟନ ସ୍ଥଳି କୋଣାର୍କକୁ ବିଶ୍ୱସ୍ଥରୀୟ କରିବା ପାଇଁ ପ୍ରଶାସନ ପକ୍ଷରୁ ଉଛେଦ ପ୍ରକ୍ରିୟା ଆରମ୍ଭ
ଆନ୍ତର୍ଜାତିକ ପର୍ଯ୍ୟଟନ ସ୍ଥଳି କୋଣାର୍କକୁ ବିଶ୍ୱସ୍ଥରୀୟ କରିବା ପାଇଁ ପ୍ରଶାସନ ପକ୍ଷରୁ ଉଛେଦ ପ୍ରକ୍ରିୟା ଆରମ୍ଭ କୋଣାର୍କ(ଏନ୍.ଏମ୍.): ଓଡ଼ିଶାର ପ୍ରମୁଖ ପର୍ଯ୍ୟଟନସ୍ଥଳି କୋଣାର୍କ ସୂର୍ଯ୍ୟ ମନ୍ଦିର ସମ୍ମୁଖସ୍ଥ ନିଷିଦ୍ଧାଞ୍ଚଳରେ ଦୀର୍ଘଦିନ ଧରି ବ୍ୟବସାୟ କରି ପରିବାର ପ୍ରତିପୋଷଣ କରୁଥିବା ଶତାଧିକ ବ୍ୟବସାୟୀଙ୍କୁ ପ୍ରଶାସନ ପକ୍ଷରୁ ଉଛେଦ କରାଯାଇଛି । ତେବେ ବ୍ୟବସାୟୀମାନେ ଜୀବନ ଜୀବିକା ହରାଉଥିବା ଯୋଗୁଁ ଉଛେଦ ସମୟରେ ଅପ୍ରିତିକର ପରିସ୍ଥିତି ସୃଷ୍ଟି ହୋଇଥିଲା । ଫଳରେ ପୁଲିସ ଓ ବ୍ୟବସାୟୀଙ୍କ ମଧ୍ୟରେ ଧସ୍ତାଧସ୍ତି ପରିସ୍ଥିତି…
