ଧର୍ମପ୍ରାଣ ବ୍ୟକ୍ତିଙ୍କ ପରଲୋକ
ଧର୍ମପ୍ରାଣ ବ୍ୟକ୍ତିଙ୍କ ପରଲୋକ ଗୁରୁଡ଼ିଝାଟିଆ (ଏନ୍.ଏମ୍.): କଟକ ଜିଲ୍ଲା କୁମାରପୁର ଗ୍ରାମର ରବିନ୍ଦ୍ର ନାଥ ସାହୁଙ୍କ ପରଲୋକ ହୋଇ ଯାଇଛି । ମୃତ୍ୟୁବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା । ତାଙ୍କର ପରଲୋକଗତ ଖବର ପାଇ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ସ୍ୱର୍ଗତ ସାହୁ…












