ଆସନ୍ତାକାଲି ସମ୍ବଲପୁର ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଆସନ୍ତାକାଲି ସମ୍ବଲପୁର ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ #ସମ୍ବଲପୁର(ଏନ୍.ଏମ୍.): ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦିନିକିଆ ସମ୍ବଲପୁର ଗସ୍ତରେ ଆସୁଛନ୍ତି । ରେମେଡ ପଡିଆରେ ବିଶାଳ ଗ୍ୟାରେଣ୍ଟି ସମାବେଶରେ ଯୋଗ ଦେଇ ମୋଦୀ ଜନ ସାଧାରଣଙ୍କୁ ଉଦବୋଧନ ଦେବେ । ସମ୍ବଲପୁର ଆଇଆଇଏମର ଲୋକାର୍ପଣ ସହ ଅନ୍ୟ କେତେକ…












