ଭିଡ଼ିଓ କନ୍ଫରେନ୍ସିଂ ମାଧ୍ୟମରେ ଜିଲ୍ଲାପାଳମାନଙ୍କ ସହ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କର୍ମଶାଳା
ଭିଡ଼ିଓ କନ୍ଫରେନ୍ସିଂ ମାଧ୍ୟମରେ ଜିଲ୍ଲାପାଳମାନଙ୍କ ସହ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କର୍ମଶାଳା ଭୁବନେଶ୍ୱର,(ଏନ୍.ଏମ୍.): ନିର୍ବାଚନ ଆୟୋଗଙ୍କ ସଂଶୋଧିତ ନୂତନ ନିୟମାନୁସାରେ ତ୍ରୁଟିଶୂନ୍ୟ ଓ ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତି ନିମନ୍ତେ ଆଜି ରାଜ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ରାଜ୍ୟର ସମସ୍ତ ଜିଲ୍ଲାପାଳ/ଉପଜିଲ୍ଲାପାଳମାନଙ୍କ ସହ ଭିଡ଼ିଓ କନ୍ଫରେନ୍ସିଂ ମାଧ୍ୟମରେ ଏକ କର୍ମଶାଳାରେ ଅଂଶଗ୍ରହଣ କରିଥିଲେ । ନିକଟ ଅତୀତରେ କେନ୍ଦ୍ର ସରକାର ଲୋକପ୍ରତିନିଧି ଅଧିନିୟମ ୧୯୫୦ ଏବଂ ଲୋକପ୍ରତିନିଧି ଅଧିନିୟମ ୧୯୫୦ର ସଂଶୋଧନ କରିଛନ୍ତି, ଯାହାକୁ…
