ବିଦ୍ୟାଳୟକୁ ଗଣମାଧ୍ୟମ ପ୍ରବେଶରେ ଅଙ୍କୁଶ ପ୍ରତିବାଦ: କଟକ-ଚୌଦ୍ୱାର ବିକାଶ ପରିଷଦ ପକ୍ଷରୁ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର
ବିଦ୍ୟାଳୟକୁ ଗଣମାଧ୍ୟମ ପ୍ରବେଶରେ ଅଙ୍କୁଶ ପ୍ରତିବାଦ କଟକ-ଚୌଦ୍ୱାର ବିକାଶ ପରିଷଦ ପକ୍ଷରୁ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ଜଗତପୁର(ଏନ୍.ଏମ୍.): ବିଦ୍ୟାଳୟ ପରିସରକୁ ଗଣମାଧ୍ୟମ ପ୍ରତିନିଧିଙ୍କୁ ବାରଣ କରିବା ଏବଂ ଯଦି ଯିବେ ତେବେ ଉକ୍ତ ସାମ୍ବାଦିକଙ୍କ ନାମରେ ଏଫ.ଆଇ.ଆର ଦିଆଯିବ । ଗଣଶିକ୍ଷା ବିଭାଗ ପକ୍ଷରୁ ଏପରି ଏକ ବିଜ୍ଞପ୍ତି…











