ଏଥର ରଥଯାତ୍ରାରେ ରିଲିଜ ହେବ ଓଡିଆ ଚଳଚ୍ଚିତ୍ର ‘ଲାଗେ ପ୍ରେମ ନଜର’
ଏଥର ରଥଯାତ୍ରାରେ ରିଲିଜ ହେବ ଓଡିଆ ଚଳଚ୍ଚିତ୍ର ‘ଲାଗେ ପ୍ରେମ ନଜର’ ଭୁବନେଶ୍ୱର(ଏନ୍.ଏମ୍.): ଏଥର ରଥଯାତ୍ରାରେ ରିଲିଜ ହେବାକୁ ଯାଉଛି ବହୁ ପ୍ରତୀକ୍ଷିତ ଓଡିଆ ଚଳଚ୍ଚିତ୍ର ‘ଲାଗେ ପ୍ରେମ ନଜର’ । ନିକଟରେ ଏହାର ମ୍ୟୁଜିକ ରିଲିଜ୍ ହୋଇଯାଇଛି । ସିନେମାର କଳାକାର ଓ କ୍ରିଉକୁ ନେଇ ମ୍ୟୁଜିକ ରିଲିଜ୍ ହୋଇଥିବା ବେଳେ ରଥଯାତ୍ରାରେ ଏହାର ଶୁଭମୁକ୍ତି ହେବ ବୋଲି ପ୍ରଯୋଜନା ସଂସ୍ଥା ଘୋଷଣା କରିଛି। ତ୍ରିକୋଣୀୟ ପ୍ରେମ କାହାଣୀକୁ ନେଇ ନିର୍ମିତ ଏହି ସିନେମାରେ ନାୟକ…
