ସମ୍ପର୍କ ସାହିତ୍ୟ ସଂସ୍କୃତି ସଂସଦର ରଜ ଆସର
ସମ୍ପର୍କ ସାହିତ୍ୟ ସଂସ୍କୃତି ସଂସଦର ରଜ ଆସର ଜଗତପୁର(ଏନ୍.ଏମ୍.): ସାରସ୍ୱତ ଅନୁଷ୍ଠାନ ସମ୍ପର୍କ ସାହିତ୍ୟ ସଂସ୍କୃତି ସଂସଦର ରଜ ଆସର ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଉତ୍କଳମଣି ଶିଶୁ ଉଚ୍ଚଶିକ୍ଷା ମନ୍ଦିର ପରିସରରେ ଅଳତା ପ୍ରତିଯୋଗିତା, ରଜଗୀତ ପ୍ରତିଯୋଗିତା ଓ ସମ୍ବର୍ଦ୍ଧନା ସଭା ହୋଇଥିଲା । ସଂସଦର ସଭାପତି…












