ନିର୍ମାଣ ଶ୍ରମିକଙ୍କ ଅଧିକାରକୁ ନେଇ ୧୧ଦଫା ଦାବିପତ୍ର ପ୍ରଦାନ
ନିର୍ମାଣ ଶ୍ରମିକଙ୍କ ଅଧିକାରକୁ ନେଇ ୧୧ଦଫା ଦାବିପତ୍ର ପ୍ରଦାନ କଟକ(ଏନ୍.ଏମ୍.) : ଭାରତୀୟ ମଜଦୂର ସଂଘ ଦ୍ୱାରା ପରିଚାଳିତ ଓଡିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ମଜଦୂର ମହାସଂଘର ଆହ୍ୱାନକ୍ରମେ ନିର୍ମାଣ ଶ୍ରମିକମାନଙ୍କର ଅଧିକାର ପାଇଁ ରାଜ୍ୟବ୍ୟାପି ଆନ୍ଦୋଳନ ଜାରି ରହିଛି । ଏହି ଅବସରରେ ଆଜି କଟକଜିଲ୍ଲା ପକ୍ଷରୁ ମହାସଂଘର ରାଜ୍ୟ ସଭାପତି ବସନ୍ତ କୁମାର ସାହୁଙ୍କ ନେତୃତ୍ୱରେ କଟକ ଜିଲ୍ଲା ଶ୍ରମ ଅଧିକାରୀଙ୍କ ଜରିଆରେ ମାନ୍ୟବର ଶ୍ରମ ଆୟୁକ୍ତ ତଥା ସଚିବ, ଓଡିଶା କୋଠାବାଡି…
