ବୈଧମାପ ବିଜ୍ଞାନ ଅଧିନିୟମ ୨୦୦୯-ଜାତୀୟ କର୍ମଶାଳା

ବୈଧମାପ ବିଜ୍ଞାନ ଅଧିନିୟମ ୨୦୦୯-ଜାତୀୟ କର୍ମଶାଳା ‘ଉତ୍ତମ ବ୍ୟବସାୟିକ ବାତାବରଣ ଓ ଉପଭୋକ୍ତାମାନଙ୍କ ସୁରକ୍ଷା ମଧ୍ୟରେ ସମତୁଲ ରହିବା ଆବଶ୍ୟକ’: ଖାଉଟି କଲ୍ୟାଣ ମନ୍ତ୍ରୀ ଭୁବନେଶ୍ୱର(ଏନ୍‌.ଏମ୍‌.): ଉତ୍ତମ ବ୍ୟବସାୟିକ ବାତାବରଣ ଓ ଉପଭୋକ୍ତାମାନଙ୍କ ସୁରକ୍ଷା ମଧ୍ୟରେ ସମତୁଲ ବଜାୟ ରଖିବା ନିମନ୍ତେ ବୈଧମାପ ବିଜ୍ଞାନ ଅଧିନିୟମ ୨୦୦୯ର କିଛି ଧାରାରେ ଦଣ୍ଡ କୋହଳ ସଂଶୋଧନ ପ୍ରସ୍ତାବ ଉପରେ ପୁଙ୍ଖାନୁପୁଙ୍ଖ ତର୍ଜମାର ଆବଶ୍ୟକତା ରହିଛି । ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନଠାରେ ଆୟୋଜିତ ଜାତୀୟ କର୍ମଶାଳାରେ ଯୋଗଦେଇ ଖାଦ୍ୟଯୋଗାଣ…

Read More

କୁମ୍ଭକର୍ଣ୍ଣ ନିଦ୍ରାରେ ବିଭାଗୀୟ ଅଧିକାରୀ: ନଳକୂପ ଅଚଳ, ଜଳକ୍ଲିଷ୍ଟରେ ସିଏମସି ବାସିନ୍ଦା

କୁମ୍ଭକର୍ଣ୍ଣ ନିଦ୍ରାରେ ବିଭାଗୀୟ ଅଧିକାରୀ: ନଳକୂପ ଅଚଳ, ଜଳକ୍ଲିଷ୍ଟରେ ସିଏମସି ବାସିନ୍ଦା ଜଗତପୁର(ଏନ୍‌.ଏମ୍‌.): କଟକ ସହର ଭଳି ରାଜ୍ୟର ଗୋଟିଏ ଅଗ୍ରଣୀ ସହରରେ ଜନସାଧାରଣ ମୌଳିକ ସୁବିଧାରୁ ବଞ୍ôଚତ ହେଉଛନ୍ତି । ସିଏମସି ଅନ୍ତର୍ଗତ ୪୮ନମ୍ବର ୱାର୍ଡ଼ରେ ଜନସାଧାରଣ ପାନୀୟ ଜଳ ପାଇବାରୁ ବଞ୍ôଚତ ହେଉଥିବାବେଳେ ବିଭାଗୀୟ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ ରହିଛନ୍ତି । ଦୀର୍ଘ ଦିନ ଧରି ଏହି ଅଞ୍ଚଳରେ ୨ଟି ନଳକୂଅ ଅଚଳ ହୋଇଥିଲେ ମଧ୍ୟ ଏହାର ମରାମତି କରାଯାଉ ନାହିଁ । ସେହିଭଳି…

Read More

ସାମାଜିକ ସୁରକ୍ଷା ଯୋଜନା ଅନ୍ତର୍ଗତ ସବୁ ହିତାଧିକାରୀଙ୍କୁ ଗ୍ରୀଷ୍ମକାଳୀନ ସହାୟତା

ସାମାଜିକ ସୁରକ୍ଷା ଯୋଜନା ଅନ୍ତର୍ଗତ ସବୁ ହିତାଧିକାରୀଙ୍କୁ ଗ୍ରୀଷ୍ମକାଳୀନ ସହାୟତା ଭୁବନେଶ୍ୱର (ଏନ୍‌.ଏମ୍‌.): ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ ଓ ମଧୁବାବୁ ପେନ୍‌ସନ୍‌ ଯୋଜନାରେ ବାର୍ଦ୍ଧକ୍ୟ ଭତ୍ତା, ବିଧବା ଭତ୍ତା, ଭିନ୍ନକ୍ଷମ ଭତ୍ତା ଓ ଅନ୍ୟାନ୍ୟ ବର୍ଗରେ ଭତ୍ତା ପାଉଥିବା ହିତାଧିକାରୀମାନଙ୍କୁ ଗ୍ରୀଷ୍ମକାଳୀନ ସହାୟତା ସ୍ୱରୂପ ଅତିରିକ୍ତ ୧୦୦ ଟଙ୍କା ଲେଖାଏଁ ପ୍ରଦାନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ ଅନ୍ତର୍ଗତ ଭତ୍ତା ହିତାଧିକାରୀମାନେ ଏହି ସହାୟତା ସେମାନଙ୍କ…

Read More

ବ୍ରଜରାଜନଗର ଉପନିର୍ବାଚନ: କିଶୋର ପଟେଲଙ୍କୁ ପ୍ରାର୍ଥୀ କରିବ କଂଗ୍ରେସ

ବ୍ରଜରାଜନଗର ଉପନିର୍ବାଚନ: କିଶୋର ପଟେଲଙ୍କୁ ପ୍ରାର୍ଥୀ କରିବ କଂଗ୍ରେସ ବ୍ରଜରାଜନଗର(ଏନ୍‌.ଏମ୍‌.): ବ୍ରଜରାଜନଗର ଉପନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲକୁ ଆଉ ମାତ୍ର ୪ଦିନ ଥିବାବେଳେ କଂଗ୍ରେସ ନିଜର ପ୍ରାର୍ଥୀ ଚୂଡ଼ାନ୍ତ କରିଛି । ଦଳର ବରିଷ୍ଠ ନେତା ତଥା ପୂର୍ବତନ ବାଚସ୍ପତି କିଶୋର ପଟେଲଙ୍କୁ ଦଳ ଉପନିର୍ବାଚନରେ ପ୍ରାର୍ଥୀ କରିବ ବୋଲି ସର୍ବସମ୍ମତି ନିଷ୍ପତ୍ତି ନେଇଛି । କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା ଆଜି ଗଣମାଧ୍ୟମକୁ ଏନେଇ ସୂଚନା ଦେଇ କହିଛନ୍ତି ଯେ, ବ୍ରଜରାଜନଗର ଉପନିର୍ବାଚନ…

Read More

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ହାଇକୋର୍ଟରେ ଏଏସଆଇର ସତ୍ୟପାଠ ଦାଖଲ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ହାଇକୋର୍ଟରେ ଏଏସଆଇର ସତ୍ୟପାଠ ଦାଖଲ କଟକ(ଏନ୍‌.ଏମ୍‌.): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ ପାଇଁ କୌଣସି ଅନୁମତି ଦିଆଯାଇନଥିବା ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ(ଏଏସଆଇ) ପକ୍ଷରୁ ଆଜି ହାଇକୋର୍ଟରେ ଦିଆଯାଇଥିବା ସତ୍ୟପାଠରେ ଦର୍ଶା ଯାଇଛି । ଆଜି ହାଇକୋର୍ଟରେ ଏଏସ୍‌ଆଇ ପକ୍ଷରୁ ଏନେଇ ସତ୍ୟପାଠ ଦାଖଲ କରାଯାଇଛି । ମିଳିଥିବା ସୂଚନା ଅନୁଯାୟୀ, ଏଏସ୍‌ଆଇ ଦାଖଲ କରିଥିବା ସତ୍ୟପାଠରେ କୁହାଯାଇଛି ଯେ, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ ପାଇଁ କୌଣସି ପ୍ରକାର ଅନୁମତି କିମ୍ବା…

Read More

ବ୍ରଜରାଜନଗର ଉପନିର୍ବାଚନ: ବିଜେଡିରୁ ଅଳକା ମହାନ୍ତି ଓ ବିଜେପି ରାଧାରାଣୀ ପଣ୍ଡା କଂଗ୍ରେସ ପକ୍ଷରୁ ଶେଷ ହୋଇନି ପ୍ରାର୍ଥୀ ଚୟନ

ବ୍ରଜରାଜନଗର ଉପନିର୍ବାଚନ: ବିଜେଡିରୁ ଅଳକା ମହାନ୍ତି ଓ ବିଜେପି ରାଧାରାଣୀ ପଣ୍ଡା କଂଗ୍ରେସ ପକ୍ଷରୁ ଶେଷ ହୋଇନି ପ୍ରାର୍ଥୀ ଚୟନ ବ୍ରଜରାଜନଗର(ଏନ୍‌.ଏମ୍‌.): ବ୍ରଜରାଜନଗର ବିଧାୟକ କିଶୋର କୁମାର ମହାନ୍ତିଙ୍କ ଦେହାନ୍ତ ପରେ ଏବେ ଉକ୍ତ ନିର୍ବାଚନ ମଣ୍ଡଳୀରେ ଉପନିର୍ବାଚନ ଅନୁଷ୍ଠିତ ହେବ । ଏଥି ପାଇଁ ଚଳିତ ମାସ ୩୧ତାରିଖକୁ ଦିନ ଧାର୍ଯ୍ୟ କରାଯାଇଛି । ଏଥି ପାଇଁ ଏହି ଅଞ୍ଚଳରେ ରାଜନୈତିକ ଉଷ୍ମତା ବେଶ ଦେଖିବାକୁ ମିଳିଛି । ଇତି ମଧ୍ୟରେ ବିଜେଡି ଓ ବିଜେପି…

Read More

ଭାରତୀୟ ସ୍ଥଳ ସେନା ନିମନ୍ତେ ଆଶାୟୀ ପ୍ରାର୍ଥୀଙ୍କ କୁହୁଳୁଛି ଅସନ୍ତୋଷ

ଭାରତୀୟ ସ୍ଥଳ ସେନା ନିମନ୍ତେ ଆଶାୟୀ ପ୍ରାର୍ଥୀଙ୍କ କୁହୁଳୁଛି ଅସନ୍ତୋଷ ନରସିଂହପୁର(ଏନ୍‌.ଏମ୍‌.): ଭାରତୀୟ ସ୍ଥଳସେନା ନିମନ୍ତେ ଆଶାୟୀ ପ୍ରାର୍ଥୀଙ୍କ ଅସନ୍ତୋଷ କୁହୁଳିବାରେ ଲାଗିଛି । ପ୍ରାର୍ଥୀଙ୍କ ଚୟନପ୍ରକ୍ରିୟାରେ ଅହେତୁକ ବିଳମ୍ବ କରାଯାଉଥିବା ଯୋଗୁଁ ଆଶାୟୀଙ୍କ ମଧ୍ୟରେ ତିବ୍ର ଅସନ୍ତୋଷ ଦେଖିବାକୁ ମିଳିଛି । ଏହାର ପ୍ରତିବାଦରେ ନରସିଂହପୁର ପଞ୍ଚମୁଖୀ ଛକଠାରୁ ଅଶାୟୀ ପ୍ରାର୍ଥୀଙ୍କ ଏକ ବିଶାଳ ଶୋଭାଯାତ୍ରା ଅଞ୍ଚଳ ପରିକ୍ରମା କରି ବିଭାଗୀୟ ଅବହେଳାର ସମାଲୋଚନା କରାଯାଇଛି । ଯାହାର ମୁଖ୍ୟ ଉଦ୍ଦେଶ୍ୟ ଦୀର୍ଘ ଆଠମାସରୁ ଉର୍ଦ୍ଧ୍ୱ…

Read More

ବାରବାଟୀରେ ଇଣ୍ଡିଆ ସାଉଥ ଆଫ୍ରିକା ଟି-୨୦ ମ୍ୟାଚ ପାଇଁ ଓସିଏର ପ୍ରସ୍ତୁତି ବୈଠକ

ବାରବାଟୀରେ ଇଣ୍ଡିଆ ସାଉଥ ଆଫ୍ରିକା ଟି-୨୦ ମ୍ୟାଚ ପାଇଁ ଓସିଏର ପ୍ରସ୍ତୁତି ବୈଠକ କଟକ(ଏନ୍‌.ଏମ୍‌.): ଚଳିତ ବର୍ଷ କଟକ ବାରବାଟୀ ଷ୍ଟାଡିୟମରେ ଇଣ୍ଡିଆ ସହିତ ସାଉଥ ଆଫ୍ରିକାର ଟି-୨୦ କ୍ରିକେଟ ଅନୁଷ୍ଠିତ ହେବାକୁ ଯାଉଛି । ଏହି ପରିପ୍ରେକ୍ଷୀରେ ଆଜି ଓଡ଼ିଶା କ୍ରିକେଟ ଆସୋସିଏସନ (ଓସିଏ) ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ଦର୍ଶକମାନଙ୍କୁ ନେଇ ମ୍ୟାଚ ହେବା ପାଇଁ ମୁଖ୍ୟମନ୍ତ୍ରୀ, ଏସଆରସି ଏବଂ କ୍ରୀଡା ସଚିବଙ୍କୁ ଓସିଏ ଚିଠି କରିଛି ।…

Read More

ଜଗତପୁର ଅଞ୍ଚଳରେ ସିଏମସିର ସ୍ୱଚ୍ଛଭାରତ ଅଭିଯାନ ଧର୍ମକୁ ଆଖିଠାର: ପଦାରେ ପଡିଲା ବିଭାଗୀୟ ଅଧିକାରୀଙ୍କ ପାରିବା ପଣିଆ

ଜଗତପୁର ଅଞ୍ଚଳରେ ସିଏମସିର ସ୍ୱଚ୍ଛଭାରତ ଅଭିଯାନ ଧର୍ମକୁ ଆଖିଠାର: ପଦାରେ ପଡିଲା ବିଭାଗୀୟ ଅଧିକାରୀଙ୍କ ପାରିବା ପଣିଆ କଟକ(ଏନ୍‌.ଏମ୍‌.): କଟକ ସହରକୁ ଏକ ସ୍ୱଚ୍ଛ ସହରରେ ପରିଣତ କରିବା ପାଇଁ ସିଏମସି କର୍ତ୍ତୃପକ୍ଷ ଯେଉଁ ଅଣ୍ଟା ଭିଡିଛନ୍ତି ତାହା ସମ୍ପୂର୍ଣ୍ଣ ଲୋକଦେଖାଣିଆ । ଗୋଟିଏ ପଟେ କଟକ ସହରକୁ ସ୍ୱଚ୍ଛ ସହର କରିବା ନିମନ୍ତେ ସିଏମସି ଅଧିକାରୀ ନେଉଥିବା ବାହାଦୁରୀ ଦେଖାଉଛନ୍ତି ତାହା କେବଳ ଧର୍ମକୁ ଆଖିଠାର । ଗୋଟିଏ ପଟେ କିଛି ୱାର୍ଡ଼କୁ ଘରୋଇ ସଂସ୍ଥାହାତରେ…

Read More

ପୁଣି ତେଜିଲା ଚାଷୀଙ୍କ ପ୍ରାଇସ୍‌, ପ୍ରେଷ୍ଟିଜ, ପେନସନ ଆନ୍ଦୋଳନ

ପୁଣି ତେଜିଲା ଚାଷୀଙ୍କ ପ୍ରାଇସ୍‌, ପ୍ରେଷ୍ଟିଜ, ପେନସନ ଆନ୍ଦୋଳନ କଟକ(ଏନ୍‌.ଏମ୍‌.): ସରକାର ଚାଷୀମାନଙ୍କ ପାଇଁ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ବୋଲି ନବନିର୍ମାଣ କୃଷକ ସଂଗଠନ ପକ୍ଷରୁ ଅଭିଯୋଗ ହୋଇଛି । ଗୋଟିଏ ପଟେ ସରକାର ଭାଷଣରେ ଓ କଥାରେ ଚାଷୀଙ୍କୁ ଗୁରୁତ୍ୱ ଦେବାକୁ କହୁଥିବାବେଳେ ବାସ୍ତବ କ୍ଷେତ୍ରରେ ଏହାର ଓଲଟା ଚିତ୍ର ଦେଖିବାକୁ ମିଳିଛି । ଚାଷୀମାନଙ୍କୁ ବିଭିନ୍ନ ଉପାୟରେ ଶୋଷଣ କରି ସରକାର ସରକାରୀ କର୍ମଚାରୀ ଓ ଶିଳ୍ପପତିଙ୍କୁ କୋଟି କୋଟି ଟଙ୍କାର ରିହାତି ଅଜାଡି…

Read More

ଲଣ୍ଡା ହେଲେ ଅଭିନେତା ଚନ୍ଦନ କର

ଲଣ୍ଡା ହେଲେ ଅଭିନେତା ଚନ୍ଦନ କର ଭୁବନେଶ୍ୱର(ଏନ୍‌.ଏମ୍‌.):ବର୍ତ୍ତମାନ ସମୟରେ ଓଡ଼ିଆ ଚଳଚ୍ଚିତ୍ର ନିଜର ଅସ୍ତିତ୍ୱ ହରାଇବାକୁ ବସିଲାଣି ଓ ଅନେକ ସିନେମା ହଲ୍‌ଗୁଡ଼ିକ ବନ୍ଦ ହେବାକୁ ବସିଲାଣି । ଚଳଚ୍ଚିତ୍ର ଜଗତକୁ ପୂର୍ବଭଳି ଉଜ୍ଜୀବିତ କରିବାକୁ ଅଣ୍ଟା ଭିଡ଼ିଛନ୍ତି ଚନ୍ଦନ କର । ଚିରାଚରିତ ଲଭ୍, ରୋମାନ୍ସ୍ ଭଳି ସିନେମାଠାରୁ ଦୂରେଇ ଓଡ଼ିଶାର ସଂସ୍କୃତି ଓ ଇତିହାସକୁ ନେଇ ଚଳଚିତ୍ର ନିର୍ମାଣ କରିବାକୁ ଉଦ୍ୟମ କରୁଛନ୍ତି ଅଭିନେତା ଚନ୍ଦନ । କିଛିଦିନ ପୂର୍ବରୁ ଓଡ଼ିଶାର ପ୍ରଥମ ଶହୀଦ…

Read More

ରାଜଭବନରେ ପ୍ରଦର୍ଶିତ ହେଲା ଚଳଚ୍ଚିତ୍ର ‘ପରିଚୟ’ ରାଜ୍ୟପାଳଙ୍କ ପ୍ରଶଂସା ଓ ସମ୍ବର୍ଦ୍ଧନା

ରାଜଭବନରେ ପ୍ରଦର୍ଶିତ ହେଲା ଚଳଚ୍ଚିତ୍ର ‘ପରିଚୟ’ ରାଜ୍ୟପାଳଙ୍କ ପ୍ରଶଂସା ଓ ସମ୍ବର୍ଦ୍ଧନା ଭୁବନେଶ୍ୱର(ଏନ୍‌.ଏମ୍‌.): ରାଜଭବନରେ ନୂଆ ଓଡ଼ିଆ ଚଳଚ୍ଚିତ୍ର ‘ପରିଚୟ’ର ସ୍ୱତନ୍ତ୍ର ପ୍ରଦର୍ଶନ ହୋଇଯାଇଛି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଉପସ୍ଥିତ ରହି ଚଳଚ୍ଚିତ୍ରଟି ଉପଭୋଗ କରିବା ସହିତ ଏପରି ସୃଜନ ପ୍ରୟାସକୁ ପ୍ରଶଂସା କରିଛନ୍ତି । ସେ ଚଳଚ୍ଚିତ୍ରର ବିଷୟକୁ ଭାବ-ଉଦ୍ରେକକାରୀ ଓ ଏହାର ବାର୍ତ୍ତା ପ୍ରଭାବଶାଳୀ ବୋଲି ଉଲ୍ଲେଖ କରିଛନ୍ତି । ‘ପରିଚୟ’ର ପ୍ରଯୋଜକ ଓ ନିର୍ଦ୍ଦେଶକ ସାତ୍ୟକି ମିଶ୍ର କାର୍ଯ୍ୟକ୍ରମରେ ଉପସ୍ଥିତ…

Read More