ପୁଣି ତେଜିଲା ଚାଷୀଙ୍କ ପ୍ରାଇସ୍, ପ୍ରେଷ୍ଟିଜ, ପେନସନ ଆନ୍ଦୋଳନ
ପୁଣି ତେଜିଲା ଚାଷୀଙ୍କ ପ୍ରାଇସ୍, ପ୍ରେଷ୍ଟିଜ, ପେନସନ ଆନ୍ଦୋଳନ [caption id="attachment_4821" align="alignnone" width="300"] Photo From Padmalochan Mishra[/caption] କଟକ(ଏନ୍.ଏମ୍.): ସରକାର ଚାଷୀମାନଙ୍କ ପାଇଁ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ବୋଲି ନବନିର୍ମାଣ କୃଷକ ସଂଗଠନ ପକ୍ଷରୁ ଅଭିଯୋଗ ହୋଇଛି । ଗୋଟିଏ ପଟେ ସରକାର ଭାଷଣରେ ଓ…












