ପବିତ୍ର ଇଦ ଉଲ ଫିତର ପରିପ୍ରେକ୍ଷୀରେ କମିଶନରେଟ ପୁଲିସ ପକ୍ଷରୁ ପ୍ରସ୍ତୁତି ବୈଠକ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ପବିତ୍ର ଇଦ ଉଲ ଫିତର ପରିପ୍ରେକ୍ଷୀରେ କମିଶନରେଟ ପୁଲିସ ପକ୍ଷରୁ ପ୍ରସ୍ତୁତି ବୈଠକ

ପବିତ୍ର ଇଦ ଉଲ ଫିତର ପରିପ୍ରେକ୍ଷୀରେ କମିଶନରେଟ ପୁଲିସ ପକ୍ଷରୁ ପ୍ରସ୍ତୁତି ବୈଠକ କଟକ(ଏନ୍‌.ଏମ୍‌.): ମୁସଲିମ ସମ୍ପ୍ରଦାୟର ପବିତ୍ର ଇଦଉଲ ଫିତର ପର୍ବ ପାଳନ ନେଇ କଟକ କମିଶନରେଟ ପୁଲିସ ପକ୍ଷରୁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଲାଲବାଗ ଥାନା ଅନ୍ତର୍ଗତ ରୟାଲ ଗାର୍ଡେନ ଠାରେ…

ଆଉ ନାହାନ୍ତି ପଦ୍ମଶ୍ରୀ ବୀଣାପାଣି ମହାନ୍ତି
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଆଉ ନାହାନ୍ତି ପଦ୍ମଶ୍ରୀ ବୀଣାପାଣି ମହାନ୍ତି

ଆଉ ନାହାନ୍ତି ପଦ୍ମଶ୍ରୀ ବୀଣାପାଣି ମହାନ୍ତି କଟକ(ଏନ୍‌.ଏମ୍‌.): ଆରପାରିରେ ବିଶିଷ୍ଟ ସାହିତ୍ୟିକା ପଦ୍ମଶ୍ରୀ ବୀଣାପାଣି ମହାନ୍ତି । ତାଙ୍କର ଆଜି ରାତି ୯ଘଟିକା ସମୟରେ କଟକ ବାଦାମବାଡ଼ି ଗ୍ଲାସ ପ୍ୟାଲେସ ଲେନ ସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି । ସେ ପଦ୍ମଶ୍ରୀ ସହ ଅତିବଡ଼ି ଜଗନ୍ନାଥ ଦାସ ସମ୍ମାନ,…

ନିମପୁର ବସ୍ତିବାସିନ୍ଦାଙ୍କ ମୁଣ୍ଡରେ ଚଡ଼କ: ଶେଷ ପର୍ଯ୍ୟାୟରେ ରେଲୱେପ୍ରାଚେରୀ ନିର୍ମାଣ କାର୍ଯ୍ୟ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ନିମପୁର ବସ୍ତିବାସିନ୍ଦାଙ୍କ ମୁଣ୍ଡରେ ଚଡ଼କ: ଶେଷ ପର୍ଯ୍ୟାୟରେ ରେଲୱେପ୍ରାଚେରୀ ନିର୍ମାଣ କାର୍ଯ୍ୟ

ନିମପୁର ବସ୍ତିବାସିନ୍ଦାଙ୍କ ମୁଣ୍ଡରେ ଚଡ଼କ: ଶେଷ ପର୍ଯ୍ୟାୟରେ ରେଲୱେପ୍ରାଚେରୀ ନିର୍ମାଣ କାର୍ଯ୍ୟ ଜଗତପୁର(ଏନ୍‌.ଏମ୍‌.): କଟକ ମହାନଗର ନିଗମ ୪୯ ନମ୍ବର ୱାର୍ଡ ଜଗତପୁର ଅଞ୍ଚଳରେ ରେଳବାଇ ଜମିରେ ପାଚେରୀ ନିର୍ମାଣ ଶେଷ ପର୍ଯ୍ୟାୟରେ ପହଞ୍ôଚଥିବାବେଳେ ଏବେ ବସ୍ତିବାସିନ୍ଦାଙ୍କ ମୁଣ୍ଡରେ ଚଡ଼କ ପଡ଼ିଛି । ବସ୍ତିବାସିନ୍ଦାଙ୍କୁ ଥଇଥାନ ନକରି ରେଳବାଇ…

ସିଏମସିର ଅପାରଗତା: ଜଗତପୁର ୪୮ନମ୍ବର ୱାର୍ଡରେ ଡ୍ରେନେଜ ବ୍ୟବସ୍ଥା ବନ୍ଦ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ସ୍ୱାସ୍ଥ୍ୟ

ସିଏମସିର ଅପାରଗତା: ଜଗତପୁର ୪୮ନମ୍ବର ୱାର୍ଡରେ ଡ୍ରେନେଜ ବ୍ୟବସ୍ଥା ବନ୍ଦ

ସିଏମସିର ଅପାରଗତା: ଜଗତପୁର ୪୮ନମ୍ବର ୱାର୍ଡରେ ଡ୍ରେନେଜ ବ୍ୟବସ୍ଥା ବନ୍ଦ ଜଗତପୁର(ଏନ୍‌.ଏମ୍‌.): କଟକ ମହାନଗର ନିଗମ ଅନ୍ତର୍ଗତ ୪୮ନମ୍ବର ୱାର୍ଡ଼ ଜଗତପୁର ଅଞ୍ଚଳରେ ଡ୍ରେନେଜ ସମସ୍ୟା ଯୋଗୁଁ ଅଞ୍ଚଳବାସୀ ନାହିଁ ନଥିବା ହଇରାଣ ହେଉଛନ୍ତି । ଏହି ଅଞ୍ଚଳରେ ନାଳନଦ୍ଦର୍ମା ଅବସ୍ଥା ବେହାଲ ହୋଇପଡ଼ିଥିବାବେଳେ ଏହାକୁ ମରାମତି କିମ୍ବା…

ବୈକୁଣ୍ଠ ବିହାର ମୁଖ୍ୟ ରାସ୍ତାରେ ମୁକୁଳା ଟ୍ରାନ୍ସଫର୍ମର : ପଦାରେ ପଡିଲା ଟିପିସିଓଡିଏଲର ପାରିବା ପଣିଆ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ବୈକୁଣ୍ଠ ବିହାର ମୁଖ୍ୟ ରାସ୍ତାରେ ମୁକୁଳା ଟ୍ରାନ୍ସଫର୍ମର : ପଦାରେ ପଡିଲା ଟିପିସିଓଡିଏଲର ପାରିବା ପଣିଆ

ବୈକୁଣ୍ଠ ବିହାର ମୁଖ୍ୟ ରାସ୍ତାରେ ମୁକୁଳା ଟ୍ରାନ୍ସଫର୍ମର : ପଦାରେ ପଡିଲା ଟିପିସିଓଡିଏଲର ପାରିବା ପଣିଆ ଜଗତପୁର(ଏନ୍‌.ଏମ୍‌.): ଜଗତପୁର ଅଞ୍ଚଳର ବିଭିନ୍ନ ସ୍ଥାନରେ ବିଦ୍ୟୁତ ଟ୍ରାନ୍ସଫର୍ମର ଗୁଡିକୁ ଆବଦ୍ଧ କରାଯାଇଥିବାବେଳେ ଆଉ କେତେକ ସ୍ଥାନରେ ବିପଦସଙ୍କୁଳ ଭାବେ ମୁକୁଳା ହୋଇପଡିଥିବା ଦେଖାଯାଇଛି । ଏଥିପାଇଁ ବୁଲା ଗୋରୁଗାଇଙ୍କ ଠାରୁ…

ସୁନା ଅଳଙ୍କାର ଲୁଟ୍ ଘଟଣାରେ ଘରୋଇ ମହିଳା କର୍ମୀ ଗିରଫ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ସୁନା ଅଳଙ୍କାର ଲୁଟ୍ ଘଟଣାରେ ଘରୋଇ ମହିଳା କର୍ମୀ ଗିରଫ

ସୁନା ଅଳଙ୍କାର ଲୁଟ୍ ଘଟଣାରେ ଘରୋଇ ମହିଳା କର୍ମୀ ଗିରଫ ଜଗତପୁର(ଏନ୍‌.ଏମ୍‌.): ଘରକାମ କରିବା ପାଇଁ ରହି ମାଲିକଙ୍କ ବିଶ୍ୱାସ ଭାଜନ ହୋଇ ଘରୁ କଳାକନା ବୁଲାଇବା ଘଟଣାରେ ଆଜି ଜଣେ ଯୁବତୀଙ୍କୁ ପୁଲିସ ଗିରଫ କରିଛି । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଜଗତପୁର…

ଜାତୀୟ ଧାନ ଗବେଷଣା କେନ୍ଦ୍ରରେ ଶ୍ରମିକ ଶୋଷଣ ବିରୁଦ୍ଧରେ ବିକ୍ଷୋଭ ଧାରଣା
Slider ଅପରାଧ କୃଷି ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଜାତୀୟ ଧାନ ଗବେଷଣା କେନ୍ଦ୍ରରେ ଶ୍ରମିକ ଶୋଷଣ ବିରୁଦ୍ଧରେ ବିକ୍ଷୋଭ ଧାରଣା

ଜାତୀୟ ଧାନ ଗବେଷଣା କେନ୍ଦ୍ରରେ ଶ୍ରମିକ ଶୋଷଣ ବିରୁଦ୍ଧରେ ବିକ୍ଷୋଭ ଧାରଣା [caption id="attachment_4613" align="alignnone" width="300"] ଫଟୋ- ପଦ୍ମଲୋଚନ ମିଶ୍ର[/caption] କଟକ(ଏନ୍‌.ଏମ୍‌.): ଜାତୀୟ ଧାନ ଗବେଷଣା କେନ୍ଦ୍ରରେ ଶ୍ରମିକ ଶୋଷଣ ବିରୋଧରେ ଆଜି ଭାରତୀୟ ମଜଦୁର ସଂଘ ଆନୁକୂଲ୍ୟରେ ଏନଆରଆରଆଇ କଣ୍ଟ୍ରାକ୍ଟ େଽର ୟୁନିୟନର ଶ୍ରମିକମାନେ ବିକ୍ଷୋଭ…

କଟକ ସଦର ଥାନା ଅଧିକାରୀଙ୍କ ବିରୋଧରେ ଡିସିପିଙ୍କୁ ଅଭିଯୋଗ କଲେ ବରିଷ୍ଠ ମହିଳା ନାଗରିକ
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

କଟକ ସଦର ଥାନା ଅଧିକାରୀଙ୍କ ବିରୋଧରେ ଡିସିପିଙ୍କୁ ଅଭିଯୋଗ କଲେ ବରିଷ୍ଠ ମହିଳା ନାଗରିକ

କଟକ ସଦର ଥାନା ଅଧିକାରୀଙ୍କ ବିରୋଧରେ ଡିସିପିଙ୍କୁ ଅଭିଯୋଗ କଲେ ବରିଷ୍ଠ ମହିଳା ନାଗରିକ [caption id="attachment_4610" align="alignnone" width="267"] ଫଟୋ- ପଦ୍ମଲୋଚନ ମିଶ୍ର[/caption] କଟକ(ଏନ୍‌.ଏମ୍‌.): ଜନସାଧାରଣଙ୍କୁ ତ୍ୱରିତ ନ୍ୟାୟିକ ତଥା ଶୃଙ୍ଖଳାଗତ ସେବା ଯୋଗାଇଦେବା ନିମନ୍ତେ କମିଶନରେଟନ ପୁଲିସ ଅନେକ ପଦକ୍ଷେପ ନେଉଛି । ଯାହା ଫଳରେ…

ଜଗତପୁର ମାର୍କେଟ କମ୍ପେ୍ଲକ୍ସ ଅଞ୍ଚଳରେ ଚାଲିଛି ବେଆଇନ ତେଲ କାରବାର: ବିଦ୍ୟୁତ ବିଭାଗ ନାଁରେ ତେଲ ଚୋରି
Slider ଅପରାଧ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଜଗତପୁର ମାର୍କେଟ କମ୍ପେ୍ଲକ୍ସ ଅଞ୍ଚଳରେ ଚାଲିଛି ବେଆଇନ ତେଲ କାରବାର: ବିଦ୍ୟୁତ ବିଭାଗ ନାଁରେ ତେଲ ଚୋରି

ଜଗତପୁର ମାର୍କେଟ କମ୍ପେ୍ଲକ୍ସ ଅଞ୍ଚଳରେ ଚାଲିଛି ବେଆଇନ ତେଲ କାରବାର: ବିଦ୍ୟୁତ ବିଭାଗ ନାଁରେ ତେଲ ଚୋରି ଜଗତପୁର(ଏନ୍‌.ଏମ୍‌.): ଜଗତପୁର ଗୋଲେଇଛକ ଠାରୁ କିଛି ଦୂରରେ ମହାନଦୀ କୂଳରେ ଥିବା ବିରାଟ ମାର୍କେଟ କମ୍ପେ୍ଲକ୍ସ ଏବେ ଅସାମାଜିକ ବ୍ୟକ୍ତିଙ୍କ ଭୂସ୍ୱର୍ଗ ପାଲଟି ଗଲାଣି । କେବେବେଳେ ମଦମାଫିଆତ ଆଉ…

କଟକ ସଦର ଫକୀରପଡା ପଞ୍ଚାୟତରେ ବିଶ୍ୱଶାନ୍ତି ମହାଯଜ୍ଞ, ମେଳଣ ଯାତ୍ରା ଓ ଭଜନ ସନ୍ଧ୍ୟା
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

କଟକ ସଦର ଫକୀରପଡା ପଞ୍ଚାୟତରେ ବିଶ୍ୱଶାନ୍ତି ମହାଯଜ୍ଞ, ମେଳଣ ଯାତ୍ରା ଓ ଭଜନ ସନ୍ଧ୍ୟା

କଟକ ସଦର ଫକୀରପଡା ପଞ୍ଚାୟତରେ ବିଶ୍ୱଶାନ୍ତି ମହାଯଜ୍ଞ, ମେଳଣ ଯାତ୍ରା ଓ ଭଜନ ସନ୍ଧ୍ୟା [caption id="attachment_4600" align="alignnone" width="300"] ଫଟୋ-ରିପୋର୍ଟ: ବିଭୁପ୍ରସାଦ ସ୍ୱାଇଁ[/caption] କଟକ ସଦର(ଏନ୍‌.ଏମ୍‌.): କଟକ ସଦର ବ୍ଲକ ଫକୀରପଡା ପଞ୍ଚାୟତରେ ବିଶ୍ୱଶାନ୍ତି ମହାଯଜ୍ଞ, ମେଳଣ ଯାତ୍ରା ଓ ଭଜନ ସନ୍ଧ୍ୟା ଅନୁଷ୍ଠିତ ହୋଇ ଯାଇଛି…

ରବୀନ୍ଦ୍ର ମଣ୍ଡପ ପରିସରରେ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ସପ୍ତମ ବାର୍ଷିକ ଶ୍ରାଦ୍ଧ ଉତ୍ସବ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ରବୀନ୍ଦ୍ର ମଣ୍ଡପ ପରିସରରେ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ସପ୍ତମ ବାର୍ଷିକ ଶ୍ରାଦ୍ଧ ଉତ୍ସବ

ରବୀନ୍ଦ୍ର ମଣ୍ଡପ ପରିସରରେ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ସପ୍ତମ ବାର୍ଷିକ ଶ୍ରାଦ୍ଧ ଉତ୍ସବ [caption id="attachment_4597" align="alignnone" width="300"] ଫଟୋ: ରମେଶ ଦାସ (ମାହାଙ୍ଗା)[/caption] ଯାଜପୁର(ଏନ୍‌.ଏମ୍‌.): ଯାଜପୁର ଜିଲ୍ଲା ବାଲିଚନ୍ଦ୍ରପୁର ସ୍ଥିତ ‘ଜାନକୀ ବଲ୍ଲଭ ପଟ୍ଟନାୟକ ସ୍ମୃତି ସଂସଦ' ଆନୁକୂଲ୍ୟରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ, ଆସାମର ପୂର୍ବତନ ରାଜ୍ୟପାଳ,…

ଜଗତପୁର ଟ୍ରକ ମାଲିକ ସଂଘ ପକ୍ଷରୁ ମାଗଣା ଚକ୍ଷୁ ପରୀକ୍ଷା ଶିବିର
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ସ୍ୱାସ୍ଥ୍ୟ

ଜଗତପୁର ଟ୍ରକ ମାଲିକ ସଂଘ ପକ୍ଷରୁ ମାଗଣା ଚକ୍ଷୁ ପରୀକ୍ଷା ଶିବିର

ଜଗତପୁର ଟ୍ରକ ମାଲିକ ସଂଘ ପକ୍ଷରୁ ମାଗଣା ଚକ୍ଷୁ ପରୀକ୍ଷା ଶିବିର [caption id="attachment_4594" align="alignnone" width="300"] ଫଟୋ- କାହ୍ନୁଚରଣ ପଣ୍ଡା[/caption] ଜଗତପୁର(ଏନ୍‌.ଏମ୍‌.): ଜଗତପୁର ଟ୍ରକ ମାଲିକ ସଂଘ ପକ୍ଷରୁ ଏକ ମାଗଣା ଚକ୍ଷୁ ପରୀକ୍ଷା ଶିବିର ସଂଘ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ସଂଘ ସଭାପତି…