ଭୟରପୁରରେ ବ୍ଲକ୍ ସ୍ତରୀୟ ସ୍ୱାସ୍ଥ୍ୟ ମେଳା
ଭୟରପୁରରେ ବ୍ଲକ୍ ସ୍ତରୀୟ ସ୍ୱାସ୍ଥ୍ୟ ମେଳା ଜଗତପୁର(ଏନ୍.ଏମ୍.): ସାଲେପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ତରଫରୁ ଏକ ବ୍ଲକସ୍ତରୀୟ ସ୍ୱାସ୍ଥ୍ୟ ମେଳା ମୁତାରିଫା ପଞ୍ଚାୟତସ୍ଥିତ ଭୟରପୁର ଯାତ୍ରା ପଡିଆଠାରେ ଅନୁଷ୍ଠିତ ହୋଇଯାଇଛି । ସ୍ୱାସ୍ଥ୍ୟକେନ୍ଦ୍ରର ମୁଖ୍ୟ ଚିକିତ୍ସା ଅଧିକାରୀ ବିଜୟ କୁମାର ପ୍ରଧାନଙ୍କ ପୌରହିତରେ ମୁଖ୍ୟଅତିଥି ଭାବେ ସାଲେପୁର ବିଧାୟକ ପ୍ରଶାନ୍ତ କୁମାର ବେହେରା ଅନୁଷ୍ଠିତ ସ୍ୱାସ୍ଥ୍ୟ ମେଳାକୁ ଉଦଘାଟନ କରିଥିଲେ ।ଏହି ଅବସରରେ ଏକ ସାଧାରଣସଭା ଆୟୋଜନ କରାଯାଇଥିଲା । ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ଅଧ୍ୟକ୍ଷ ରାମଚନ୍ଦ୍ର ଭୋଇ…
