ବିଦେଶୀ ମଦ ଲୁଟ ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ
ବିଦେଶୀ ମଦ ଲୁଟ ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ ଜଗତପୁର(ଏନ୍.ଏମ୍.): ଜଗତପୁର ଥାନା ଅନ୍ତର୍ଗତ ନୂଆସାହି-ପୋଡାବର ରାସ୍ତାରୁ ବିଦେଶୀ ମଦ ବୋଝେଇ ପିକଅପ ଗାଡିକୁ ଲୁଟ ଘଟଣାର ମୁଖ୍ୟ ଅଭିଯୁକ୍ତକୁ ପୁଲିସ ଗିରଫ କରିବାରେ ସକ୍ଷମ ହୋଇଛି । ଗିରଫ ଅଭିଯୁକ୍ତ ଜଣକ ସ୍ଥାନୀୟ ଚମ୍ପତି ଗ୍ରାମର ରାକା…












