ଦହିବରା ଆଳୁଦମକୁ ଜିଆଇ ଟ୍ୟାଗ୍ ମାନ୍ୟତା ପାଇଁ ଉଦ୍ୟମ କରାଯିବ: ସୋଫିଆ
କଟକରେ ଦହିବରା ଦିବସ ଦହିବରା ଆଳୁଦମକୁ ଜିଆଇ ଟ୍ୟାଗ୍ ମାନ୍ୟତା ପାଇଁ ଉଦ୍ୟମ କରାଯିବ: ସୋଫିଆ କଟକ(ଏନ୍.ଏମ୍.): ଆଳୁଦମ ଦହିବରା କେବଳ ଖାଦ୍ୟ ନୁହେଁ, ଏହା ଏକ ଆବେଗ। କଟକର ସ୍ଥାନୀୟ ଖାଦ୍ୟ ଭାବେ ଆରମ୍ଭ ହୋଇଥିବା ନିଆରା ଦହିବରା ଆଳୁଦମ ସମୟକ୍ରମେ କଟକର ସାଂସ୍କୃତିକ ପରିଚୟ ପାଲଟିଯିବା…