ପୌରସଂସ୍ଥା ନିର୍ବାଚନ ନିମନ୍ତେ ଖର୍ଚ୍ଚ ପର୍ଯ୍ୟବେକ୍ଷକଙ୍କ ତାଲିମ କାର୍ଯ୍ୟକ୍ରମ
ପୌରସଂସ୍ଥା ନିର୍ବାଚନ ନିମନ୍ତେ ଖର୍ଚ୍ଚ ପର୍ଯ୍ୟବେକ୍ଷକଙ୍କ ତାଲିମ କାର୍ଯ୍ୟକ୍ରମ [caption id="attachment_4168" align="alignnone" width="300"] Photo By I&PR Odisha[/caption] ଭୁବନେଶ୍ୱର(ଏନ୍.ଏମ୍.): ପୌରସଂସ୍ଥା ନିର୍ବାଚନ ନିମନ୍ତେ ନିଯୁକ୍ତ ହୋଇଥିବା ଖର୍ଚ୍ଚ ପର୍ଯ୍ୟବେକ୍ଷକମାନଙ୍କର ଏକ ତାଲିମ କାର୍ଯ୍ୟକ୍ରମ ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ଅର୍ଥସେବାର…












