ଅଭିନେତ୍ରୀ ରଚନା ବାନାର୍ଜୀ ଏଥର ଅନୁଭବଙ୍କ ସହ କରିବେ ଦାଦାଗିରି ହୃଦୟରୁ
ଅଭିନେତ୍ରୀ ରଚନା ବାନାର୍ଜୀ ଏଥର ଅନୁଭବଙ୍କ ସହ କରିବେ ଦାଦାଗିରି ହୃଦୟରୁ ଭୁବନେଶ୍ୱର(ଏନ୍.ଏମ୍.): ଅଭିନେତା ଅନୁଭବଙ୍କ ଦାଦାଗିରି ଧିରେ ଧିରେ ଓଡ଼ିଆ ଦର୍ଶକଙ୍କ ହୃଦୟକୁ ଛୁଇଁ ସାରିଲାଣି । ପ୍ରଥମ ଖେଳିଲେ ଓଡିଆର ବିଭିନ୍ନ ସ୍ଥାନରୁ ବଛା ବଛା ଦର୍ଶକ । ତାପରେ ଜୀ ସାର୍ଥକର ଲୋକପ୍ରିୟ ଧାରାବାହିକ…












